Odia News Portal
Browsing Tag

latest odia news

ସିକ୍ୟୁରିଡି ଗାର୍ଡ ଙ୍କୁ ଛୁରି ଭୁସି ହତ୍ୟା

ସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏକ ସିକ୍ୟୁରିଡି ଗାର୍ଡ ଘଟିଛି। କୋଲାବିରା ଥାନା ଅନ୍ତର୍ଗତ ଭାଲୁପତ୍ରା ରାସ୍ତାରେ କେହି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ମୃତକ କେଲେଣ୍ଡା ପଞ୍ଚାୟତ ଅଞ୍ଚଳର ସନ୍ତୋଷ

୧୨ ଘଣ୍ଟାରେ ଅବପାତ ! ଚାଷୀ ଛାନିଆ

ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଶିମିଳିପାଳ ଅଭୟାରଣ୍ୟରେ ବାର୍‌ହା ଶିକାର କଲା ବାଘୁଣୀ ‘ଯମୁନା’

 କିଛି ଦିନ ପୂର୍ବେ ମହାରାଷ୍ଟ୍ରରୁ ଶିମିଳିପାଳ ଅଭୟାରଣ୍ୟ ଆସିଥିଲା ବାଘୁଣୀ ‘ଯମୁନା’। ଶିମିଳିପାଳ ଅଞ୍ଚଳରେ ଥିବା କୋର ଅଞ୍ଚଳରେ ଥିବା ଏନକ୍ଲୋଜରରେ ତାକୁ ଛଡ଼ାଯାଇଥିଲା । ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ପାଇଁ ବାଘୁଣୀକୁ ମହାରାଷ୍ଟ୍ରରୁ ଅଣାଯାଇଛି । ବାଘୁଣୀର ବୟସ ୨ ବର୍ଷ ୫ ମାସ। 

ବିଜେପିରେ ମିଶିଲେ ଆକାଶ ଦାସ ନାୟକ

ଶନିବାର ବିଜେଡିରୁ ଇସ୍ତଫା ଦେଇଥିଲେ ଆକାଶ ଦାସ ନାୟକ। ଆଜି ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ୍‌ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ତାଙ୍କୁ ସ୍ୱାଗତ କରାଯାଇଛି। ତାଙ୍କ ସହ ବହୁ କର୍ମୀ ମଧ୍ୟ ବିଜେପିରେ ସାମିଲ୍‌ ହୋଇଛନ୍ତି। ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ସଭାପତି ମନମୋହନ

ଆଜି ମାଣ୍ଡିଆ ଦିବସ

 ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟକୁ ଅଧିକ ଲୋକପ୍ରିୟ କରିବା ପାଇଁ ଓଡ଼ିଶା ସରକାର ୨୦୨୨ ମସିହା ମାର୍ଗଶୀର ମାସର ପ୍ରଥମ ଗୁରୁବାର(ନଭେମ୍ବର ୧୦ ତାରିଖ)କୁ ‘ମାଣ୍ଡିଆ ଦିବସ’ ଭାବେ ପାଳନ ଆରମ୍ଭ କରିଥିଲେ। ଏହାକୁ ସମ୍ମାନ ଜଣାଇ ସାରା ଓଡ଼ିଶାରେ ଚଳିତବର୍ଷ ନଭେମ୍ବର ୧୦ ତାରିଖରେ ମାଣ୍ଡିଆ

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ

ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି। ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ ମହାନ୍ତିଙ୍କ

ସ୍ୱେଚ୍ଛାକୃତ ଅବସର ପରେ ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ ପାହ୍ୟା

5T ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ । 5T ଓ ନବୀନ ଓଡ଼ିଶାର ଚେୟାରମ୍ୟାନ ହେଲେ । VRS ପରେ ପାଣ୍ଡିଆନଙ୍କୁ ଚେୟାରମ୍ୟାନ ନିଯୁକ୍ତି ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରିବେ ପାଣ୍ଡିଆନ୍‌ । ଗତକାଲି ତାଙ୍କୁ ସ୍ୱେଚ୍ଛାକୃତ ଅବସର ଦିଆଯାଇଥିଲା । ଗତ ୨୦ ତାରିଖରେ ସେ

ଖୋଲିବ ରତ୍ନ ଭଣ୍ଡାର

୨୦୨୪ ରଥ ଯାତ୍ରା ସମୟରେ ଖୋଲିବ ରତ୍ନ ଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ ଜିଲ୍ଲାପାଳଙ୍କ ସୂଚନା । ରତ୍ନଭଣ୍ଡାର ଖୋଲିବା ବେଳେ ASI ପକ୍ଷରୁ ଇନସ୍ପେସନ କରାଯିବ । ସୁପ୍ରିମ କୋର୍ଟ କିମ୍ବା ହାଇ କୋର୍ଟ ର ଅବସରପ୍ରାପ୍ତ ଜଜ ଉପସ୍ଥିତ ରହିବେ ।

ଗୁରୁବାରଠୁ ପୁରୀ-ହାୱଡା ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଉପସ୍ଥିତ ରହିବେ। ପୁରୀରୁ ଟ୍ରେନ ଛାଡିଲେ ଖୋର୍ଦ୍ଧା ରୋଡ,

୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ ରହିବ। ଏହି ନୀତି