ଏଥର ବର୍ଷାରେ ଭିଜିବ ହୋଲି
ତାତି କମିବ ଓ ବର୍ଷାରେ ଭିଜିବ ହୋଲି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ମଙ୍ଗଳବାରଠାରୁ ରାଜ୍ୟର ଅଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ମିଳିଛି। ଆସନ୍ତା ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର!-->…