ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା, ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ରହିପାରେ ପବନ
ପଶ୍ଚିମା ଝଡ଼ର ପ୍ରଭାବ । ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା । ବିଶେଷକରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା,!-->…