ଥଣ୍ଡା,କାଶ ଥିଲେ କୋଭିଡ ଟେଷ୍ଟ କରାଇନିଅନ୍ତୁ: ଜନ ସ୍ୱାସ୍ଥ୍ୟ ନିର୍ଦେଶକ
ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ। ରାଜ୍ୟରେ ଏଚ ୩ ଏନ ୨ ଭାଇରସ ଚିନ୍ତା ବଢ଼ାଇଥିବା ବେଳେ ଏନେଇ ଜନ ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସବୁ ଜିଲ୍ଲାର ସିଡିଏମଓ଼ ଏବଂ କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକଙ୍କୁ ଆଲର୍ଟ!-->…