୪ଟି ଜଙ୍ଗଲ ଗାଁ ରାଜସ୍ବ ଗ୍ରାମ ଘୋଷଣା
ମୟୂରଭଞ୍ଜ ଜିଲାରେ ପ୍ରଥମ ଥର ପାଇଁ ୪ଟି ଜଙ୍ଗଲ ଗାଁ ରାଜସ୍ବ ଗ୍ରାମ ଘୋଷଣା ପାଇଁ ବିଭାଗୀୟ ସ୍ବୀକୃତି ପାଇଛି। ଠାକୁରମୁଣ୍ଡା ବ୍ଲକ୍ର ଭଳିଆଡ଼ାଳ ପଞ୍ଚାୟତରେ ୪ ଗ୍ରାମ ଅବସ୍ଥିତ। ଜଙ୍ଗଲ ଗ୍ରାମକୁ ରାଜସ୍ବ ଗ୍ରାମ ପାଇଁ ରାଜସ୍ବ ପରିଷଦ କଟକଙ୍କ ପତ୍ର ସଂଖ୍ୟା ଭିଆଇ,୧୦/୨୦୧୮ ୭୭୬/ଏଲଆର ଏବଂ!-->…