ମାଟ୍ରିକ୍ ପରୀକ୍ଷା କେନ୍ଦ୍ର ପରିଦର୍ଶନ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଆଜି ସକାଳେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ରାଜଧାନୀର ସୟଦ ମମତାଜ ଅଲି ହାଇସ୍କୁଲ(ଡୁମଡୁମା) ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି।
ଏହାପରେ ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ପରୀକ୍ଷା କେନ୍ଦ୍ରରେ ଏଥର ଖୁବ୍!-->!-->!-->…