ସ୍ୱାସ୍ଥ୍ୟବିତମାନଙ୍କ ମତରେ ଅତ୍ୟଧିକ ଲୁଣ ସେବନ ଦୁଃଶ୍ଚିନ୍ତାର କାରଣ
ବର୍ତ୍ତମାନ କର୍ମବ୍ୟସ୍ତତା ହେଉ ଅଥବା ପରିବର୍ତ୍ତନଶୀଳ ଜୀବନଶୈଳୀ କାରଣରୁ ଅଧିକାଂଶ ମାନସିକ ଦୁଃଶ୍ଚିନ୍ତାର ରହିଥାଆନ୍ତି । ନିଜର ଖାଦ୍ୟପେୟ ଓ କାର୍ୟ୍ୟକଳାପ ମସ୍ତିଷ୍କ ଉପରେ ଅନେକ ପ୍ରଭାବ ପକାଇଥାଏ । ତେବେ ବିଶେଷ କରି କାମର ଅଧିକ ପ୍ରଭାବ, ପାରିବାରିକ ସମସ୍ୟା ଓ ଦାୟିତ୍ୱ କାରଣରୁ ସଭିଏଁ!-->…