ଓକିଲ ଆନ୍ଦୋଳନ: ଆଉ ୮ ଗିରଫ
ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ବେଳେ ବିଚାରପତିଙ୍କ ଚାମ୍ବରରେ ପଶି ବ୍ୟାପକ ଭଙ୍ଗାରୁଜା ଓ ହିଂସା ମାମଲାରେ ଆଉ ୮ ଜଣ ଓକିଲଙ୍କୁ ଗିରଫ କରାଯାଇଛି । ସମ୍ବଲପୁର ଓକିଲ ସଂଘ ସଭାପତି ସୁରେଶ୍ୱର ମିଶ୍ର ଓ ଜିଲ୍ଲା ଓକିଲ ସଂଘ କ୍ରିୟାନୁଷ୍ଠାନ କମିଟି ଅଧ୍ୟକ୍ଷ!-->…