ସିନ୍ଦୂର ସହ ଜଡିତ କିଛି ବିଶେଷ ଉପାୟ
ଭୁବନେଶ୍ୱର: ବାସ୍ତୁରେ ସିନ୍ଦୂରର ବିଶେଷ ମହତ୍ତ୍ୱ ରହିଛି। ପ୍ରତ୍ୟେକ ସଧବା ସ୍ତ୍ରୀର ମୁଖ୍ୟ ଶୃଙ୍ଗାର ହେଉଛି ସିନ୍ଦୂର। ଶାସ୍ତ୍ରରେ ମଧ୍ୟ ବର୍ଣ୍ଣନା କରାଯାଇଛି ସିନ୍ଦୂର ପିନ୍ଧିବା ଦ୍ୱାରା ସ୍ୱାମୀ ଦୀର୍ଘାୟୁ ହୋଇଥାଆନ୍ତି। ବିଭିନ୍ନ ପ୍ରକାର ରୋଗରୁ ଦୂରେଇ ରହିଥାଆନ୍ତି। ଜାଣନ୍ତୁ!-->…