Odia News Portal
Browsing Tag

lingraj-temple

ସର୍ବସାଧାରଣଙ୍କ ପାଇଁ ଖୋଲିଲା ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର

ଭୁବନେଶ୍ୱର : ଦୀର୍ଘ ୫ ମାସ ପରେ ସର୍ବସାଧାରଣଙ୍କ ପାଇଁ ଆଜିଠୁ ଖୋଲିଲା ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର । ପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇଛନ୍ତି ଶ୍ରଦ୍ଧାଳୁ । କିନ୍ତୁ ମନ୍ଦିର ଭିତରକୁ ପ୍ରବେଶ କରିବା ସମୟରେ ବିଏମସି ଦ୍ୱାରା ଜାରି କରାଯାଇଥିବା ସମସ୍ତ ଗାଇଡଲାଇନ ପାଳନ କରିବା

କଟକଣା ଭିତରେ ଗଡ଼ିବ ରୁକୁଣା ରଥ

*ଅପରାହ୍ନ ୧୨ଟାରୁ ରଥ ଖଳାରେ ୧୪୪ ଧାରା ଲାଗୁ | *ଦିନ ସାଢ଼େ ଗୋଟାଏ ସୁଦ୍ଧା ପହଣ୍ଡି ସାରି ଠାକୁର ରଥାରୂଢ଼ ହେବେ | *ଚାର ଖୋଲା ହୋଇ ସାଢ଼େ ୩ଟାରେ ରଥ ମାଉସୀ ମା’ ଅଭିମୁଖେ ଗଡ଼ିବ |

ଦୁଇ ଲକ୍ଷ ଲୋକ ସମବେତ ହୋଇ ଦେଖିପାରିବେ ଶିବରାତ୍ରି ମହାଦୀପ

ଭୁବନେଶ୍ୱର()  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏକାମ୍ରକ୍ଷେତ୍ର ଯୋଜନା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା।  ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି।…

ଲିଙ୍ଗରାଜ ମନ୍ଦିର ପାଇଁ ପ୍ୟାକେଜ୍ ଘୋଷଣା

ଭୁବନେଶ୍ଵର() ପୁରୀ ଶ୍ରୀମନ୍ଦିର ଶୈଳୀରେ ଭୁବନେଶ୍ଵର ଲିଙ୍ଗରାଜ ମନ୍ଦିର ଏବଂ ଏହାର ଆଖପାଖ ଅଞ୍ଚଳକୁ ସୌନ୍ଦର୍ୟ୍ୟକରଣ କରାଯିବ। ଏହାକୁ ନେଇ ଉଚ୍ଛେଦ କାମ ମଧ୍ୟ ଜାରି ରହିଛି। ଏକାମ୍ର ଯୋଜନାର ବିସ୍ଥାପିତଙ୍କ ଥଇଥାନ ଓ ସହାୟତା ପ୍ୟାକେଜକୁ ମିଳିଛି ଅନୁମୋଦନ । ଏହି ପ୍ୟାକେଜକୁ ଅନୁମୋଦନ…

ଲିଙ୍ଗରାଜ ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ

ଭୁବନେଶ୍ୱର() ଲିଙ୍ଗରାଜ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ମନ୍ଦିରର ଭଜନ ମଣ୍ଡପ, ଏବଂ ଏକାମ୍ର ସାଂସ୍କୃତିକ ପ୍ରକାଶନି ପାଇଁ ନୂଆ କୋଠା ନିର୍ମାଣ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଉ ଏଥିପାଇଁ ଖର୍ଚ୍ଚ ହେବ ପାଖାପାଖି ୫ କୋଟି ଟଙ୍କା ।…

ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର() ଲିଙ୍ଗରାଜ ମନ୍ଦିର ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର । ମନ୍ଦିରର ଉନ୍ନତି ଓ ସୌନ୍ଦର୍ୟ୍ୟକରଣ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକାମ୍ରକ୍ଷେତ୍ର  ଭୁବନେଶ୍ୱର ସାରା ଦେଶରେ ଏକ ପ୍ରମୁଖ ଶୈବ ପୀଠ । ବିଭିନ୍ନ ପୁରାଣରେ ଭୁବନେଶ୍ୱର…