ଋଣ ନେଉଥିବା ଲୋକଙ୍କ ପାଇଁ ବଡ ଘୋଷଣା
ନୂଆଦିଲ୍ଲୀ() କରୋନା ସମୟରେ ଲୋନ୍ ନେଉଥିବା ଲୋକଙ୍କ ପାଇଁ ଆସିଛି ଖୁସି ଖବର । ଋଣ ନେଉଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ ରିଲିଫ ଘୋଷଣା କରିଛନ୍ତି ।ଭାରତ ସରକାର ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛନ୍ତି ଯେ, ‘ଏମଏସଏମଇ ଲୋନ୍, ଶିକ୍ଷା, ଗୃହ, କ୍ରେଡିଟ କାର୍ଡ ଓ ଗାଡି…