ଲକଡାଉନ ସମ୍ଭାବନାକୁ ଏଡ଼ାଇ ହେବନି: ଡ଼ିଏମଇଟି
ଭୁବନେଶ୍ୱର: ମହାରାଷ୍ଟ୍ରରେ କରୋନା ସ୍ଥିତି ଜଟିଳ ହେବା ପରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଲେ ଡ଼ିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି, ବର୍ତମାନ ସ୍ଥିତିରେ ଦୈନିକ ସଂକ୍ରମଣ ନେଇ ଲକଡ଼ାଉନ୍ କଥା ନାହିଁ । ହେଲେ ଲକଡାଉନ ସମ୍ଭାବନାକୁ ଏଡ଼ାଇ ହେବ ନାହିଁ । ମହାରାଷ୍ଟ୍ର ଓ!-->…