ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ଯସେବାର ବିକଳ ଚିତ୍ର
ବଲାଙ୍ଗିର: ଲୋଇସିଂହା ହସ୍ପିଟାଲରେ ରୋଗୀଙ୍କୁ ଦିଆଗଲା । ଏକ୍ସପାଏରି ସାଲାଇନ ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜନୈକ ରୋଗୀଙ୍କୁ ୬ ମାସ ତଳର ଏକ୍ସପାଏରି ସାଲାଇନ ଦିଆଯାଇଥିବା ଅଭିଯୋଗ ହୋଇଛି । ସଂପୃକ୍ତ ରୋଗୀଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଥିବା ବେଳେ ହସ୍ପିଟାଲ!-->…