୨୮ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର: ଆସନ୍ତା ୨୮ ତାରିଖ ମଧ୍ୟରେ ଉତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଡାର ପ୍ରଭାବରେ ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ!-->…