ଛେଚୁଛି ବର୍ଷା, ଲୋକେ ହନ୍ତସନ୍ତ
ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ବର୍ତ୍ତମାନ ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଂଚଳରେ ସକ୍ରିୟ ରହିଛି । ସେହି ଅଂଚଳରୁ ଗୋଟିଏ ଟ୍ରାପ ଲାଇନ ଓଡିଶା ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ!-->…