ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ପରିଚିତ ହେବ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଉଚ୍ଚଶିକ୍ଷା ବିଭାଗ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଛି। ଓଡିଶା ବିଶ୍ୱବିଦ୍ୟାଳୟ ଆଇନ ୧୯୮୯ ଅନୁସାରେ!-->…