ଜୁନ୍ ଶେଷ ସପ୍ତାହରେ ବାହାରିବ ମେଟ୍ରିକ ରେଜଲ୍ଟ
ଭୁବନେଶ୍ୱର: ଜୁନ୍ ଶେଷ ସପ୍ତାହରେ ବାହାରିବ ମେଟ୍ରିକ ରେଜଲ୍ଟ୍ । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପାଇଁ ଚେଷ୍ଠା କରାଯାଉଛି । ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ ଭାବରେ କରାଯାଉଛି । ଆଜି ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେପଟେ ସ୍କୁଲ ଖୋଲିବା ପ୍ରସଙ୍ଘରେ!-->…