ସନ୍ଦେହ ଘେରରେ ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ
ବଲାଙ୍ଗୀର: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଛାତ୍ରୀ ନିବାସରେ ଅଘଟଣ। ବିଳମ୍ବିତ ରାତିରେ କଲେଜ ଛାତ୍ରୀ ନିବାସରେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ହଷ୍ଟେଲ ରୁମରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଜଣକ ହେଲେ ୨୦ ବର୍ଷିୟ ନିରୂପମା ନନ୍ଦ। ସେ!-->…