ଦିଲ୍ଲୀରେ ବଢିଲା ଲକଡାଉନ, ମେଟ୍ରୋ ସେବା ବାତିଲ
ନୂଆଦିଲ୍ଲୀ: ଆଉ ଗୋଟିଏ ସପ୍ତାହ (ମେ ୧୭) ପର୍ଯ୍ୟନ୍ତ ‘ଲକ୍ଡାଉନ୍’ ବଢ଼ାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର । ଏ ନେଇ ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଏଥର ସରକାର ଅପେକ୍ଷାକୃତ କଠୋର!-->…