କୋର୍ଟଙ୍କ ନିର୍ଦ୍ଦେଶ ମିଳିବା ପରେ ନିଷ୍ପତ୍ତି
ଭୁବନେଶ୍ୱର: ସ୍କୁଲ ଫି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏପର୍ଯ୍ୟନ୍ତ ହାଇକୋର୍ଟଙ୍କ ନିର୍ଦ୍ଦେଶ ପହଞ୍ଚି ନାହିଁ । ଯାହା କିଛି ଗଣମାଧ୍ୟମରୁ ଜାଣିବାକୁ ପାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସି ବିଭାଗରେ ପହଞ୍ଚିବା ପରେ ତର୍ଜମା କରି!-->…