ଅଫିସରଙ୍କୁ ମନ୍ତ୍ରୀ ଅରୁଣ ସାହୁଙ୍କ କଡ଼ା ତାଗିଦ୍
ନୟାଗଡ଼: ଅଫିସରଙ୍କୁ ମନ୍ତ୍ରୀଙ୍କ କଡ଼ା ତାଗିଦ୍।ଯଦି କାମ କରିବ ତା ହେଲେ କର, ଯଦି ନ କରିବା କଥା ତା ହେଲେ ବାହାର । ଯେଉଁ ଅଫିସରମାନେ କାମରେ ଅବହେଳା କରୁଛନ୍ତି , ମୋ ସରକାର କାର୍ଯ୍ୟକ୍ରମରେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଉଛି । ତେଣୁ ଯିଏ କାମ ନ କରିବ ତା ବିରୁଦ୍ଧରେ!-->…