ଗେମ୍ ଖେଳିବାକୁ ବାପାଙ୍କୁ ମୋବାଇଲ ମାଗିଥିଲା ପୁଅ, ନଦେବାରୁ ଆତ୍ମହତ୍ୟା କଲା ନାବାଳକ
ବାଲେଶ୍ୱର: ଗେମ୍ ଖେଳିବା ଲାଗି ବାପାଙ୍କୁ ମୋବାଇଲ ମାଗିଥିଲା ପୁଅ । ବାପା ମୋବାଇଲ ନଦେବାରୁ ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ନାବାଳକ । ବାଲେଶ୍ୱର ଜିଲ୍ଲା ବାହାନଗା ଥାନା କୁରୁଡ଼ା ଗାଁରୁ ଆସିଛି ଏଭଳି ଚିତ୍ର । ପରିବାର ଲୋକେ ପୁଅକୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ସୋର ମେଡିକାଲରେ!-->…