ପୁଣି ସକ୍ରିୟ ହେବ ମୌସୁମୀ
ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ଏହା ଆସନ୍ତା ୪୮ ଘଣ୍ଟା ଅର୍ଥାତ ଅଗଷ୍ଟ ୧୭ ସୁଦ୍ଧା ଏକ ଲଘୁଚାପରେ ପରିଣତ ହେବ ବୋଲି ଉଭୟ ଭାରତୀୟ ପାଣିପାଗ ବିଭାଗ ଓ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବାନୁମାନ କରିଛନ୍ତି । ଏହି!-->…