ଜୁନ ୧ ସୁଦ୍ଧା କେରଳ ଉପକୂଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ: ଚଳିତ ବର୍ଷ ଠିକ୍ ସମୟରେ କେରଳ ଉପକୂଳ ଛୁଇଁବ ମୌସୁମୀ। ଜୁନ ୧ ସୁଦ୍ଧା ମୌସୁମୀ କେରଳ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଭୂବିଜ୍ଞାନ ମନ୍ତ୍ରାଳୟ ସଚିବ ଏମ ରାଜୀବନ କହିଛନ୍ତି, ‘ଅନୁମାନ କରାଯାଉଛି ୧ ଜୁନ୍ ସୁଦ୍ଧା କେରଳ ଛୁଁଇପାରେ ମୌସୁମୀ।!-->…