Odia News Portal
Browsing Tag

morning school

ଶନିବାରଠୁ ରାଜ୍ୟରେ ସକାଳୁଆ ସ୍କୁଲ, ପୁଣି ଥରେ ଛାତ୍ରଛାତ୍ରୀ ଦିଆଯିବ ମଧ୍ୟାହ୍ନଭୋଜନ

ଶନିବାରଠୁ ରାଜ୍ୟରେ ସକାଳୁଆ ସ୍କୁଲ୍‌ ଆରମ୍ଭ ହେବ । ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ୍‌ ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ପିଲାଙ୍କ କ୍ଲାସ୍‌ ସମୟକୁ ଅଧ ଘଣ୍ଟା ଲେଖାଏଁ ବଢ଼ାଯାଇଛି । ନୂଆ ନିଷ୍ପତ୍ତି ଅନୁସାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ

ସକାଳୁଆ ସ୍କୁଲ ନିୟମରେ ହେଲା ପରିବର୍ତ୍ତନ

ରାଜ୍ୟରେ ଏପ୍ରିଲ ୨ରୁ ହେବାକୁ ଥିବା ସକାଳୁଆ ସ୍କୁଲ ନିୟମରେ ଆସିଛି ପରିବର୍ତ୍ତନ । ପିଲାମାନଙ୍କ ପାଠପଢା ପାଇଁ ଏହି ନିୟମରେ ସାମାନ୍ୟ ପରିବର୍ତ୍ତନ କରିଛନ୍ତି ଗଣଶିକ୍ଷା ବିଭାଗ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ସମୟ ସକାଳ ୬. ୩୦ରୁ ୧୦.୩୦ କୁ ପରିବର୍ତ୍ତନ କରାଯାଇଛି ।

ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ । ଏପ୍ରିଲ ୨ରୁ ସବୁ ସ୍କୁଲ ସକାଳୁଆ ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି।ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ । ସେହିଭଳି ସକାଳ ୭ଟାରୁ ଦିନ ୧୧ଟା ଯାଏଁ ନବମ ଏବଂ ଦଶମ