୩ ନିର୍ବାହୀ ଅଧିକାରୀଙ୍କୁ ମାଧ୍ୟତାମୂଳକ ଅବସର
ଅପାରଗ ତଥା ଦୁର୍ନୀତିଗ୍ରସ୍ତ ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର!-->…