ପୌର ନିର୍ବାଚନ ମାମଲା, ୪ ସପ୍ତାହରେ ଜବାବ ରଖିବାକୁ ନିର୍ଦ୍ଦେଶ
କଟକ: ପୌର ନିର୍ବାଚନକୁ ନେଇ ଆସିଲା ବଡ଼ ଖବର । ହାଇକୋର୍ଟରେ ପୌର ନିର୍ବାଚନ ମାମଲା । ରାଜ୍ୟ ନିର୍ବାଚନ କମିଶନଙ୍କୁ ନୋଟିସ ଜାରି କଲେ ହାଇକୋର୍ଟ ।୪ ସପ୍ତାହ ମଧ୍ୟରେ ମୁଖ୍ୟ ଶାସନ ସଚିବ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଜବାବ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବରିଷ୍ଠ!-->…