୩୦ରେ କୃଷକ ସଙ୍ଗଠନ ସହ ଆଲୋଚନା କରିବ କେନ୍ଦ୍ର
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି | କୃଷକ ସଙ୍ଗଠନ ସହ ଆଲୋଚନା କରିବାକୁ ପୁଣି ଆଗେଇ ଆସିଛନ୍ତି କେନ୍ଦ୍ର ସରକାର । ଯଦିଓ ପୂର୍ବରୁ ହୋଇଥିବା ଆଲୋଚନାରେ କୌଣସି ନିଷ୍କର୍ସ ବାହାରି ପାରିନଥିଲା ତେଣୁ ଏଥର କିଛି ଠୋସ୍ ନିଷ୍ପତ୍ତି ହେବ ବୋଲି କେନ୍ଦ୍ର ସରକାର ପୁଣି ଥରେ!-->…