ମେଡିକାଲରେ ଭର୍ତ୍ତିହେଲେ ନାସିରୁଦ୍ଧିନ ଶାହା
ମୁମ୍ବାଇ: ବଲିଉଡ ଅଭିନେତା ନାସିରୁଦ୍ଧିନ ଶାହା ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ନିମୋନିଆରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କୁ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୨ ଦିନ ହେବ ତାଙ୍କ ଚିକିତ୍ସା ଚାଲିଛି ଓ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି। ଏହି ଖବର!-->…