ପଢ଼ନ୍ତୁ କେଉଁ ମାନଙ୍କୁ ମିଳିଲା କ୍ୟାବିନେଟ୍ ପାହ୍ୟା
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରୀ ମଣ୍ଡଳରେ ଅଦଳ ବଦଳ ହୋଇଛି । ୧୫ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ଭାବେ ଚୟନ କରାଯାଇଛି । ସେହିଭଳି ନାରାୟଣ ରାଣେ, ସର୍ବାନନ୍ଦ ସୋନୱାଲ, ଡକ୍ଟର ବିରେନ୍ଦ୍ର କୁମାର, ଜ୍ୟୋତିରାଦିତ୍ୟ ସିନ୍ଧିଆ, ରାମଚନ୍ଦ୍ର ପ୍ରସାଦ ସିଂହ,!-->…