Odia News Portal
Browsing Tag

naveen pattnaik

ରକ୍ଷା ବନ୍ଧନ ଓ ଗହ୍ମା ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ରକ୍ଷା ବନ୍ଧନ ବା ଗହ୍ମା ପୂର୍ଣ୍ଣିମା । ଭାଇ ଭଉଣୀଙ୍କ ଲାଗି ଆଜି ପବିତ୍ର ଦିନ ଟିଏ । ଆଜି ମଧ୍ୟ ବଳରାମଙ୍କ ଜନ୍ମଦିନ । ତେବେ ଏହି ଶୁଭ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ଆଶୀର୍ବାଦରୁ ଭରସା ଓ ସୁରକ୍ଷାର ଏହି

ହିଞ୍ଜିଳିରେ ୧୦ଟି ସ୍ମାର୍ଟ ସ୍କୁଲର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ। ପ୍ରଥମ ପର୍ଯ୍ୟାୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଆଜି ଲୋକାର୍ପିତ

ନବୀନଙ୍କୁ ନୀତିଶଙ୍କ ପ୍ରଂଶସା

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟ କରିବାର ଦକ୍ଷତା ଏବଂ ଯୁଗାନ୍ତକାରୀ ଯୋଜନା ଲାଗି ସାରା ଦେଶରେ ପ୍ରଂଶସିତ ହୋଇଛନ୍ତି । ବହୁ ଜାତୀୟ ନେତା ନବୀନଙ୍କୁ ସବୁବେଳେ ପ୍ରଂଶସା କରିଥାନ୍ତି । ଯେଉଁଥିରେ ଯୋଡ଼ି ହୋଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ।

ଆଜି ୧୦ଟି ସ୍ମାର୍ଟ ସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷାର ବିକାଶ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ । ଶେରଗଡ଼ ଓ ହିଞ୍ଜିଳିକାଟୁର ୫ଟି ଲେଖାଏଁ ରୂପାନ୍ତରୀକରଣ ସ୍ମାର୍ଟ ହାଇସ୍କୁଲକୁ ଶନିବାର ଭର୍ଚୁଆଲ୍ ମୋଡ୍ରେ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୧ ତାରିଖଠାରୁ ୩୦ ତାରିଖ ମଧ୍ୟରେ ୫ ଦିନ ବ୍ୟାପି

୨୭ରେ ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ। ସୁନ୍ଦରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ୨୫ତାରିଖରେ ପ୍ରସ୍ତାବିତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ପଂଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା

ବାଣପୁର ଗ୍ୟାସ ଟାଙ୍କି ଫାଟିବା ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ

ଆଜି ମାଲକାନଗିରିରୁ ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହେବ ନବକଳେବର । ଏହି ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଆଜି ଶୁଭାରମ୍ଭ ମାଲକାନଗିରିରୁ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଆଜି ମାଲକାନଗିରି ଗସ୍ତ କରୁଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳା ସାଢେ ୧୧ଟାରେ ସ୍ୱତନ୍ତ୍ର

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ ୧୧,୦୦୬ ନର୍ସିଂ ପଦବୀ ସୃଷ୍ଟି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ ୧୧,୦୦୬ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ

ଭାରତୀୟ ହକି ଖେଳାଳୀଙ୍କ ସହ ଫଟୋ ଉଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ଓ ମହିଳା ଦଳର ପ୍ରଦର୍ଶନକୁ ସାରା ଦେଶ ପ୍ରଂଶସା କରିଛି । ତେବେ ଖେଳାଳୀଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ମୁଖ୍ୟମନ୍ତ୍ରୀ ଭୁବେଶ୍ୱରକୁ ସ୍ୱାଗତ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଉଭୟ ଦଳକୁ ସମ୍ବର୍ଦ୍ଧନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସା କଲେ ହକି ଖେଳାଳୀ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଂଶସା କରିଛନ୍ତି ଭାରତୀୟ ହକି ଖେଳାଳୀ । ଭାରତୀୟ ମହିଳା ହକି ଦଳର ଅଧିନାୟିକା ରୀନା ରାମପଲ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସା କରି କହିଛନ୍ତି କି, ଓଡ଼ିଶାର ହୃଦୟରେ ହକି ରହିଛି । ଓଡ଼ିଶା ସରକାର ହକିକୁ ଅଗ୍ରାଧିକାର ଦେଇଛନ୍ତି ।