Odia News Portal
Browsing Tag

naveen pattnaik

ଆସନ୍ତା ୨୦ରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ଆସନ୍ତା ୨୦ ତାରିଖରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତ ସମୟରେ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିବା ସହ ଲୋକଙ୍କ ସହ ଯୋଡି ହେବେ ମୁଖ୍ୟମନ୍ତ୍ରୀ।ରାଜ୍ୟ ସରକାରଙ୍କ ୭ ମନ୍ତ୍ରୀ ବିଭିନ୍ନ

ହିଞ୍ଜିଳି ଶାସନ ଆମ୍ବଗାଁ ସ୍କୁଲର ଛାତ୍ରଛାତ୍ରୀଙ୍କ ସହ ଭିସିରେ କଥାହେଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ରାଜ୍ୟରେ ଶିକ୍ଷାର ବିକାଶ ଦିଗରେ ଫୋକସ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଶିକ୍ଷାର ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବାକୁ ରଖାଯାଇଛି ମୁଖ୍ୟ ଲକ୍ଷ୍ୟ । ଏହି ଅବସରରେ ହିଞ୍ଜିଳି ବ୍ଲକ ଶାସନ ଆମ୍ବ ଗାଁ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଭିସି ଜରିଆଲେ

ରାୟଗଡ଼ା ଆମ୍ବୁଲାନ୍ସ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶନିବାର ରାୟଗଡ଼ା ଜିଲ୍ଲା ଆମ୍ବନଳା ନିକଟରେ ଘଟିଥିଲା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଆମ୍ବୁଲାନ୍ସକୁ ଉପରେ ଚଢ଼ିଯାଇଥିଲା ଟ୍ୟାଙ୍କର । ଯାହାଫଳରେ ଘଟଣାସ୍ଥଳରେ ହିଁ ୪ ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪ଜଣ ମୃତକଙ୍କ ପରିବାରକୁ

ଜି.ଉଦୟଗିରି କ୍ରୀଡାପ୍ରେମୀଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସା

କନ୍ଧମାଳ: ଜି.ଉଦୟଗିରିରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ନେଇ ଘୋଷଣା ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ବିଧାୟକଙ୍କ ସମେତ ସ୍ଥାନୀୟ ଅଞ୍ଚଳର କ୍ରୀଡା ପ୍ରେମୀ । ପ୍ରଥମେ ଅଞ୍ଚଳର ଶତାଧିକ କ୍ରୀଡ଼ାପ୍ରେମୀ ହକି ଜର୍ସୀ ପିନ୍ଧି ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ସହ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ନୂଆ ରୂପରେ ଲାଗୁ ହେବ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା

ଭୁବନେଶ୍ୱର: ଆଜି ଦେଶ ପାଳନ କରୁଛି ୭୫ତମ ସ୍ଵାଧିନତା ଦିବସ। ପଲ୍ଲୀରୁ ଦିଲ୍ଲୀ ଉତ୍ସବ ମୁଖର।ଏହି ଅବସରରେ ଭୁବନେଶ୍ଵର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟରେ ସ୍ଵାସ୍ଥ୍ୟ ସେବା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ପ୍ରଦାନ ଲାଗି ଦାବି କଲା ସ୍କାନ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ପ୍ରଦାନ ପାଇଁ ଦାବି କରିଛି ସ୍ବେଚ୍ଛାସେବୀ ସଙ୍ଗଠନ ସୋସିଆଲ ଆଣ୍ଡ କଳଚୁରାଲ ଏଡଭାନ୍ସ ନେଟୱର୍କ ବା ସ୍କାନ। ଶନିବାର ସମ୍ବଲପୁର ଭିଏସଏସ ମାର୍ଗସ୍ଥିତ ଏକ ହୋଟେଲରେ ସ୍କାନ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ଏହି ଦାବି

ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା

ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାର ମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି । କିନ୍ତୁ

ଦିଗପହଣ୍ଡିରେ ତୁଳା ଜିନିଙ୍ଗ ମିଲ୍‌ ଓ ବସ୍‌ ଟର୍ମିନାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଦିଗପହଣ୍ଡି ଠାରେ ଏକ Cotton Ginning & Pressing Mill ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଶ୍ରୀମନ୍ଦିରର ସୁନ୍ଦର ଫଟୋକୁ ସେୟାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାପ୍ରଭୁଙ୍କ ଶ୍ରୀମନ୍ଦିରର ଏକ ସୁନ୍ଦର ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଏହି ଫଟୋରେ ଶ୍ରୀମନ୍ଦିର ଉପରେ ମେଘମାଳ ଭିତରୁ ଆଚ୍ଛାଦିତ ସୂର୍ଯ୍ୟ କିରଣ ରହିଛି । ଯାହାକି ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ୟୁଜର୍ସମାନେ ଏହି ଫଟୋଟିକୁ

ବିଶିଷ୍ଟ ବୈଜ୍ଞାନିକ ବିକ୍ରମ ସାରାଭାଇଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବିଶିଷ୍ଟ ବୈଜ୍ଞାନିକ ତଥା ଭାରତର ମହାକାଶ ଗବେଷଣା କାର୍ଯ୍ୟକ୍ରମର ଜନକ ପଦ୍ମବିଭୂଷଣ ବିକ୍ରମ ସାରାଭାଇଙ୍କ ଆଜି ହେଉଛି ଜୟନ୍ତୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ବିକ୍ରମ ସାରାଭାଇଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିକ୍ରମ ସାରାଭାଇ ଭାରତରେ