Odia News Portal
Browsing Tag

naveen pattnaik

ଭାରତୀୟ ହକି ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି ଭାରତ । ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରି ବ୍ରୋଞ୍ଚ ପଦକ ଜିତିଛି ଭାରତୀୟ ପୁରୁଷ ହକି ଦଳ । ଯାହାକୁ ନେଇ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି । ସବୁ ଦିଗରୁ ଛୁଟିଛି ପ୍ରଂଶସାର ସୁଅ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ

ନିୟମ ନମାନିଲେ ପୁଣି ଲକଡାଉନ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସମ୍ପୂର୍ଣ୍ଣ ଭାବେ କମି ନଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ କରୋନା କଟକଣାକୁ ମାନି ଚଳିବା ସହ ମାସ୍କ, ସାନିଟାଇଜର ଓ ସାମାଜିକ ଦୂରତାକୁ ମାନି ଚଳିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । କୋଭିଡ

ଆଜି ସଦ୍ଧ୍ୟା ୭ଟାରେ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସଦ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ସଦ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ କହିବେ ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀ କଣ ସମ୍ବୋଧନ କରିବେ ତାଉପରେ ସମସ୍ତଙ୍କ ନଜର । ତେବେ କିଛି ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେବେ ବୋଲି କୁହାଯାଉଛି

ରବି ଦହିଆଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ଅଲମ୍ପିକ୍ସରେ ରେସଲିଂରେ ଫାଇନାଲରେ ପହଞ୍ଚିଛନ୍ତି ଭାରତୀୟ ଖେଳାଳୀ ରବିକୁମାର ଦହିଆ । ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜର ଟ୍ୱିଟର ପେଜରେ ଶୁଭେଚ୍ଛା ଜଣାଇଛନ୍ତି । ସେପଟେ ଅଲିମ୍ପିକ୍ସରେ ବ୍ରୋଞ୍ଚ ପଦକ ଜିତିଥିବା

ବିଭିନ୍ନ କ୍ଷେତ୍ରରେ ପ୍ରଥମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ଓ ରାଜ୍ୟବାସୀଙ୍କୁ ନୀତି ଆୟୋଗର ପ୍ରଶଂସା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓଡିଶା ସରକାରଙ୍କୁ ନୀତି ଆୟୋଗର ପ୍ରଶଂସା । ବିଭିନ୍ନ କ୍ଷେତ୍ରରେ ପ୍ରଥମ ହୋଇଥିବାରୁ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛି ନୀତି ଆୟୋଗ । ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମିତାଭ କାନ୍ତ ରାଜ୍ୟ ସରକାରଙ୍କ ନୀତି ଓ ଓଡିଶାବାସୀଙ୍କୁ

କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ନବୀନ ଚିଠି ଲେଖିଛନ୍ତି । ଓଡ଼ିଶାକୁ ସାର ଯୋଗାଣ ନେଇ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଥିବା ଜଣାପଡିଛି । ମେ’, ଜୁନ ଓ ଜୁଲାଇ

ଆନ୍ଧ୍ରରେ ଓଡ଼ିଆ ଶ୍ରମିକ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶରେ ମାଛ ଫାର୍ମରେ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଆସି ୬ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଗୁଣୁପୁର ଅଞ୍ଚଳ ୬ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଏହି ଖବର ଶୁଣବିା ପରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ଶୋକସନ୍ତପ ପରିବାରକୁ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି। ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ

‘ଗୋଟିଏ ଦେଶ, ଗୋଟିଏ ରେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରେସନ କାର୍ଯ୍ୟକ୍ରମ ଆରମ୍ଭ ହେଲା । ଏହାଦ୍ବାରା ରାଜ୍ୟ

ରାଜ୍ୟ ସରକାରଙ୍କ ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ’ ମଡେଲ ଯୋଜନାକୁ ଛୁଟୁଛି ପ୍ରଂଶସାର ସୁଅ

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ଧାମରେ ଆରମ୍ଭ ହୋଇଛି ଡ୍ରିଙ୍କ ଫ୍ରମ୍ ଟ୍ୟାପ ଯୋଜନା । ଯାହାଦ୍ୱାରା ପୁରୀବାସୀ ୨୪ ଘଣ୍ଟା ବିଶୁଦ୍ଧ ଉଚ୍ଚମାନର ଜଳ ପାଇ ପାରିବେ । ପୁରୀର ଶହେ ପ୍ରତିଶତ ଘରେ ମିଟର ଲଗାଇ ବିଶୁଦ୍ଧ ପାନୀୟ ଜଳ ଯୋଗାଯିବ । ଯାହାକି ପୂର୍ବରୁ ଇଂଲଣ୍ଡ, ନ୍ୟୁୟର୍କ ଏବଂ ସିଙ୍ଗାପୁରରେ