Odia News Portal
Browsing Tag

naveen pattnaik

ରାଜ୍ୟରେ ଦେଢ଼କୋଟି ଟପିଲା ଟିକାକରଣ, ଶୁଭେଚ୍ଛା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଜୋରଦାର ଚାଲିଛି ଟିକାକରଣ । ଦେଢ଼କୋଟି ଟପିଛି ଟିକାକରଣ । ଲୋକେ ଉତ୍ସାହର ସହ ଆସି ଟିକା ନେଉଛନ୍ତି । ତେବେ ଏହି ପରିପ୍ରେକ୍ଷୀରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିବା ଦେଖିବାକୁ ମିଳିଛି ।

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମିଶନ ଶକ୍ତିକୁ ୪୫୩.୫୦ କୋଟି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା

କଟକ ତାଳଦଣ୍ଡା କେନାଲର ଉନ୍ନତିକରଣ ଫଟୋ ପୋଷ୍ଟ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଐତିହ୍ୟ ସହର କଟକର ତାଳଦଣ୍ଡା କେନାଲର ହେବ ଉନ୍ନତି କରଣ । ଯାହାର ଏକ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିଜ ଟ୍ୱିଟର ହାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଏହି ଫଟୋକୁ ପୋଷ୍ଟ କରିବା ସହ କଟକବାସୀଙ୍କୁ ଧନ୍ୟବାଦ ଦେଇଥିବା ଦେଖିବାକୁ ମିଳିଛି । ତେବେ ଦୀର୍ଘଦିନ

ଭିନ୍ନକ୍ଷମଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସାଧୁବାଦ ଓ କୃତଜ୍ଞତା

ଭୁବନେଶ୍ୱର: ସବୁବେଳେ ନୂଆ ନୂଆ ଯୋଜନା କରିବା ଏବଂ ରାଜନୈତିକ ଗୋଟି ଚାଳନା ଲାଗି ଚର୍ଚ୍ଚାରେ ରହିଥାନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ସେ ସମସ୍ତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଧନ୍ୟବାଦ ଦେବାକୁ ମଧ୍ୟ କେବେ ଭୁଲି ନଥାନ୍ତି

ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ଇଶ୍ୱର ବିଶୋୟୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ଇଶ୍ୱର ବିଶୋୟୀଙ୍କ ପରଲୋକ ହୋଇଛି । ଆଜାଦହୀନ୍ଦ ଫୌଦର ସଦସ୍ୟ ଥିଲେ ଇଶ୍ୱର । ୨୦୧୮ ମସିହାରେ ସେ ରାଷ୍ଟ୍ରପତିଙ୍କଠାରୁ ସମ୍ମାନିତ ହୋଇଥିଲେ । ତାଙ୍କର ପରଲୋକରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି । ତେବେ ମୁଖ୍ୟମନ୍ତ୍ରୀ ମଧ୍ୟ

ମୁଖ୍ୟମନ୍ତ୍ରୀ ଫିଟନେସ ମନ୍ତ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନେତା ଓ ମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସି ଜରିଆରେ କଥା ହେବାବେଳେ ଫିଟନେଓ ମନ୍ତ୍ର ଦେଇଥିବା ଦେଖିବାକୁ ମିଳିଛି । ଗତକାଲି ଆୟୋଜିତ ଏହି କାର୍ଯ୍ୟକ୍ରମରେ ନବୀନ ବେଶ ଫିଟ୍ ଥିବା ନଜର ଆସିଥିଲେ । ସେ ଏକ କଳା ରଙ୍ଗର ଟିସାର୍ଟ

ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୀ: ଶୃଙ୍ଖଳିତ ରଥଯାତ୍ରା ଲାଗି ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କଟକଣାକୁ ମାନି ଥିବାରୁ ଧନ୍ୟମାଦ ଅର୍ପଣ କରିଛନ୍ତି । ପୋଲିସ ଏବଂ ସେବାୟତମାନଙ୍କ ସହଯୋଗ ଲାଗି ରଥ ଟଣା ହୋଇଛି । ସେପଟେ ଡିଜିପି ଏବଂ

ଭୁବନେଶ୍ୱରରେ ବିଜେଡି ରାଜ୍ୟ କାର୍ଯ୍ୟାଳୟର ଭିତ୍ତି ପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପବିତ୍ର ରଥଯାତ୍ରାରେ ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟାଳୟ ନିର୍ମାଣର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଅତ୍ୟାଧୁନିକ ଢାଞ୍ଚାରେ ନିର୍ମିତ ହେବାକୁ ଥିବା ବିଜେଡିର ରାଜ୍ୟ କାର୍ଯ୍ୟାଳୟ ତିନି ମହଲା ବିଶିଷ୍ଟ

ଅଣକୁଶଳୀ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା , ରାୟଗଡା ଜିଲ୍ଳାରୁ ଉପକୃତ ହେବେ ୧,୩୩,୫୪୭ଜଣ

ରାୟଗଡା: ମହାମାରୀ କରୋନା ସମୟରେ ଶ୍ରମିକମାନଙ୍କୁ ସରକାରଙ୍କ ତରଫରୁ ମନରେଗା ଯୋଜନାରେ କାମ ଯୋଗାଇ ଦିଆଯାଇ ତା ବାବଦକୁ ସରକାରଙ୍କ ନିର୍ଦ୍ଧାରିତ ଧାର୍ଯ୍ୟ ହିସାବରେ ମଜୁରୀ ପ୍ରଦାନ କରାଯାଉଥିଲା । ଗତ ୨୦୨୧ ଏପ୍ରିଲ ୧ତାରିଖରୁ ଜୁନ୍ ୩୦ତାରିଖ ପର୍ଯ୍ୟନ୍ତ ତିନିମାସ ପାଇଁ ମନରେଗା ଯୋଜନାରେ

ଓଡ଼ିଶାର ଅଲମ୍ପିୟାନଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି