Odia News Portal
Browsing Tag

naveen pattnaik

ରଥଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଚଳିତ ବର୍ଷ ରଥଯାତ୍ରା କୋଭିଡ କଟକଣା ରେ ବିନା ଭକ୍ତ ରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ର ଭର୍ଚୁଆଲ ସମୀକ୍ଷା ବୈଠକ କରିଛନ୍ତି ।ପୁରୀ ଜିଲାପାଳଙ୍କ ଅଫିସରରେ ଥିବା ଭିଡ଼ିଓ କନ୍ଫରେନ୍ସ କାର‌୍ୟ୍ୟାଳୟରେ ଏହି ଭର୍ଚୁଆଲ ବୈଠକରେ ଅନେକ ବରିଷ୍ଠ ଅଧିକାରୀ

ଆଦିମ ଜନଜାତିଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୬୪,୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ (PVTG) ୫୦୦୦ ଟଙ୍କା ଲେଖାଏଁ ‘ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ‘ ପ୍ରଦାନ କରିଛନ୍ତି । କୋଭିଡର ଦ୍ଵିତୀୟ ଲହରୀରେ ଏହି ଆଦିମ ଜନଜାତି ପରିବାର ମାନଙ୍କୁ ଆର୍ଥିକ

ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ନବୀନ

ପୁରୀ: ରଥଯାତ୍ରାକୁ ଆଉ ମାତ୍ର ଦିନ କେଇଟା ରହିଲା । ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟୟରେ ପହଂଚିଛି । କୋରୋନା ମହାମାରୀ ଯୋଗୁଁ ଏଥର ମଧ୍ୟ ରଥ ଯାତ୍ରା ବିନା ଭକ୍ତରେ ଆୟୋଜନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରଥଯାତ୍ରା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବେ । ସୁରକ୍ଷା

ଦିଲ୍ଲୀପ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବର୍ଷିୟାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନ୍ଖକ୍ସ ଟ୍ୱିଟର ହ୍ୟାଣ୍ଡେଲରେ ପୋଷ୍ଟ କରିଛନ୍ତି ନବୀନ । ସେପଟେ ଦିଲ୍ଲୀପ କୁମାରଙ୍କ ବିୟୋଗରେ ବହୁ ବରିଷ୍ଠ ବ୍ୟକ୍ତମାନେ ମଧ୍ୟ ଶୋକ ପ୍ରକାଶ

ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନଶମ ସେବାକେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: ଭୁବନେଶ୍ୱର AIIMS ପରିସରରେ ଏଟ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି । ଏହି କେନ୍ଦ୍ର ରେ ଜଣେ station officerଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି

୮ ତାରିଖରେ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ବିନା ଭକ୍ତରେ ରଥାରୁଢ଼ ହେବେ ଶ୍ରୀଜୀଉ । ତେବେ ରଥଯାତ୍ରା ଲାଗି ପ୍ରସ୍ତୁତି ସମୀକ୍ଷା ବୈଠକ ଆସନ୍ତା ୮ ତାରିଖରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଉପରାଷ୍ଟ୍ରପତିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ଭାରତର ଉପରାଷ୍ଟ୍ରପତି ଭେଙ୍କେୟା ନାଉଡୁଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ଟ୍ୱିଟର ହ୍ୟାଣ୍ଡେଲ ଜନ୍ମଦିନର ଶୁଭେଚ୍ଛା ଜଣାଇଥିବା ଦେଖିବାକୁ ମିଳିଛି । ତେବେ ଉପରାଷ୍ଟ୍ରପତି ୭୨ ବର୍ଷରେ ପାଦ

‘କାଳିଆ’ ହିତାଧିକାରୀଙ୍କୁ ଆଜି ସହାୟତା ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା କାଳରେ ଚାଷୀଙ୍କ ଦୁଃଖ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାଳିଆ ଯୋଜନାରେ ଅନ୍ତୁକ୍ତ ଚାଷୀଙ୍କୁ ଆଜି ପ୍ରଦାନ କରିବେ ସହାୟତା । ଚାଷୀଙ୍କ ଖାତାକୁ ଆଜି ଯିବ ଅତିରିକ୍ତ ହଜାରେ ଟଙ୍କା । ରାଜ୍ୟର ୧୮ ଲକ୍ଷ ‘କାଳିଆ’ ହିତାଧିକାରୀଙ୍କୁ ସରକାର ଦେବେ କୋଭିଡ୍

ଛାମୁଆ ନେତାଙ୍କୁ ସଂଗଠନ ଦାୟିତ୍ୱ ଦେଇ ମନ୍ତ୍ରୀମଣ୍ଡଳ ଅଦଳବଦଳର ଆଭାସ ଦେଲେ ନବୀନ

ଭୁବନେଶ୍ୱର: ଶିବିର ସଜାଡିଲା ବିଜେଡି । ଛାମୁଆ ନେତାଙ୍କୁ ସଂଗଠନ ଦାୟିତ୍ୱ ଦେଇ ମନ୍ତ୍ରୀମଣ୍ଡଳ ଅଦଳବଦଳର ଆଭାସ ଦେଲେ ନବୀନ । ଗୋଟିଏ ଦିନରେ ୨୬ ଜଣ ନେତାଙ୍କୁ ୩୦ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଥିବା ବେଳେ ୬ ବରିଷ୍ଠ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ମିଳିଛି ।

୬ଜଣ ବରିଷ୍ଟ ପର୍ଯ୍ୟବେକ୍ଷକଙ୍କ ଜିଲ୍ଲା ଦାୟିତ୍ୱ ଦେଲେ ବିଜେଡ଼ି ସୁପ୍ରିମୋ

ଭୁବନେଶ୍ୱର: ଆସୁଛି ପଞ୍ଚାୟତ ନିର୍ବାଚନ । ଏହାପୂର୍ବରୁ ୩୦ଟି ଯାକ ଜିଲ୍ଲା ଲାଗି ପ୍ରଭାରୀ ନିଯୁକ୍ତି କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ୬ଜଣ ବରିଷ୍ଟ ପର୍ଯ୍ୟବେକ୍ଷକଙ୍କୁ ଜିଲ୍ଲା ଦାୟିତ୍ୱ ଦେଇଛନ୍ତି ନବୀନ । ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ