Odia News Portal
Browsing Tag

naveen pattnaik

ଦୀପଗ୍ରେସ ଏକ୍କା ଓ ବିରେନ୍ଦ୍ର ଲାକ୍ରାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ଅଲମ୍ପିକରେ ଭାରତୀୟ ହକି ଦଳରେ ତିନିଜଣ ଓଡ଼ିଆଙ୍କୁ ସ୍ଥାନ ମିଳିଛି । ପୁରୁଷ ଦଳରେ ବିରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାଶଙ୍କୁ ସ୍ଥାନ ମିଳିଥିବା ବେଳେ ମହିଳା ଦଳରେ ଜଣେ ମାତ୍ର ଓଡ଼ିଆ ଖେଳାଳୀ ଦୀପଗ୍ରେସ୍ ଏକ୍କାଙ୍କୁ ସ୍ଥାନ ମଳିଛି । ତେବେ ସବୁଠାରୁ ବଡ଼ କଥା ହେଉଛି

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢ଼ଙ୍ଗୀ । କୋଭିଡ ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ବିବାଦକୁ ନେଇ ମୁହଁ ଖୋଲିଛନ୍ତି ପ୍ରତାପ । ସେ କହିଛନ୍ତି ଏଭଳି କାର୍ଯ୍ୟ ଅତ୍ୟନ୍ତ ଗୃଣ୍ୟମାନର । ଟିକାକେନ୍ଦ୍ରରେ ନବୀନଙ୍କ

ଟିକା କାହାର?

ଭୁବନେଶ୍ୱର: ଟିକା କାହାର? ନବୀନ ପଟ୍ଟନାୟକଙ୍କ ନାଁ ନରେନ୍ଦ୍ର ମୋଦିଙ୍କର? କେନ୍ଦ୍ର ସରକାର ଟିକା ଦେଉଛନ୍ତି ନାଁ ରାଜ୍ୟ ସରକାର ଟିକା ଦେଉଛନ୍ତି । ଏବେ ଏଭଳି କଥା ଚର୍ଚ୍ଚାର ବିଷୟ ପାଲଟିଛି । ଟିକାକେନ୍ଦ୍ରରେ ନବୀନଙ୍କ ପୋଷ୍ଟର ଲାଗିବା ଓ ପରେ ଚିରା ହେବା ଘଟଣା ପରେ ଟିକା ପ୍ରସଙ୍ଗକୁ ନେଇ

ନବୀନଙ୍କ ପୋଷ୍ଟର ଚିରିଲେ ବିଜେପି କର୍ମୀ

ଅନୁଗୁଳ: ଟିକାକେନ୍ଦ୍ରରେ ପୋଷ୍ଟରକୁ ନେଇ ରାଜନୀତି । ନବୀନଙ୍କ ପୋଷ୍ଟର ଚିରିଦେଲେ ବିଜେପି କର୍ମୀ । ଅନୁଗୁଳ ଜିଲ୍ଲାରୁ ଆସିଛି ଏଭଳି ଦୃଶ୍ୟ । ଅନୁଗୁଳ ଷ୍ଟାଡିୟମରେ ଚାଲିଥିବା ଟିକାକେନ୍ଦ୍ରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ତେବେ ପୋଲିସ ଆସିବା ପୂର୍ବରୁ ବିଜେପି କର୍ମୀମାନେ

ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ କରୋନା କଟକଣାକୁ ମାନି ଋକ୍ସ ପାଳିବାକୁ ନିବେଦନ କରିଛନ୍ତି । ସେପଟେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଓ

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ବିୟୋଗ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଦୁଃଖଦ ଖବର ଶୁଣି ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । https://twitter.com/Naveen_Odisha ଏହାସହ

୭ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ମହାମାରୀରେ ଯେଭଳି କାହାର ଅକ୍ସିଜେନ ଅଭାବରୁ ମୃତ୍ୟୁ ନହୁଏ ସେଦିଗରେ ଦୃଷ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୯.୪୧ କୋଟି ଟଙ୍କାର ସ୍ୱାସ୍ଥ୍ୟ ପ୍ରକଳ୍ପ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାହାର ରାଜ୍ୟକୁ ଅକ୍ସିଜେନ ଯୋଗାଇଥିବା ମୁଖ୍ୟମନ୍ତ୍ରୀଙ୍କୁ

କୋଭିଡ ପରିଚାଳନା ଲାଗି ବିଏମସିକୁ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କରୋନା ଲହର । ରାଜ୍ୟବାସୀଙ୍କ ଲାଗି ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେମୁଖ୍ୟମନ୍ତ୍ରୀ ଗୋଟିଏ ପରେ ଗୋଟିଏ ପ୍ୟାକେଜ୍ ରାଜ୍ୟବାସୀଙ୍କ ଲାଗି ଘୋଷଣା କରିବାରେ ଲାଗିଛନ୍ତି । ଗତକାଲି ଶିଶୁଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେଇଥିବା ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର

ପୁରୀରେ ୧୫୦ ବେଡ୍ କୋଭିଡ୍ ହସ୍ପିଟାଲ ଲୋକାର୍ପିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଭର୍ଚୁଆଲ ମାଧ୍ୟମରେ ପୁରୀର ଶ୍ରୀଜଗନ୍ନାଥ ମେଡିକାଲ କଲେଜ ପରିସରରେ ୧୫୦ ଶଯ୍ୟାବିଶିଷ୍ଟ ଜିଲ୍ଲା କୋଭିଡ୍ ହସ୍ପିଟାଲ୍ ର ଲୋକାର୍ପଣ କରିଛନ୍ତି । ଭୁବନେଶ୍ୱରର ସମ୍ ହସ୍ପିଟାଲ୍ ର ସହଯୋଗରେ ନିର୍ମିତ ଏହି ହସ୍ପିଟାଲ୍ ରେ ୯୦ଟି

ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ଇଣ୍ଡୋନେସିଆ ଯାତ୍ରୀବାହୀ ବିମାନ ଧ୍ୱଂସ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ମୃତକଙ୍କ ପରିବାରଙ୍କୁ ସମବେଦନା ମଧ୍ୟ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଗତକାଲି ଇଣ୍ଡୋନେସିଆର ଶ୍ରୀବିଜୟା ଏୟାରଲାଇନ୍ସର ବୋଇଂ ୭୩୭-୫୦୦ ବିମାନଟି ନିଖୋଜ