Odia News Portal
Browsing Tag

naveen pattnaik

ମୋଦିଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖରିଫ ଧାନ ସଂଗ୍ରହ ନେଇ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ କେନ୍ଦ୍ର ବଳକାଚାଉଳ ଉଠାଇନଥିବା ବେଳେ ଏବେ ଖରିଫ ଋତୁ ଧାନକୁ କିପରି ସୂଚାରୁ ରୂପେ କେନ୍ଦ୍ର ନେବ ସେନେଇ ଚିଠିରେ

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ସମୟ ବଦଳିବା ସହ ମାନସିକ ସ୍ୱାସ୍ଥ୍ୟ ନେଇ ସାମାଜିକ ସଚେତନତାର ଆବଶ୍ୟକତା ଅଧିକ ଆବଶ୍ୟକ ରହିଛି । ମାନସିକ ସ୍ୱାସ୍ଥ୍ୟ ସଂପର୍କରେ ଶିକ୍ଷା, ସଚେତନତାର ପ୍ରସାର

ଦେବଗଡରେ ବିଜୁ ସାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଦେବଗଡ : କୌଣସି ପରିସ୍ଥିତିରେ ଚିକିତ୍ସା ପାଇଁ ଅର୍ଥ ବାଧକ ନ ସାଜୁ । ଚିକିତ୍ସା ଖର୍ଚ୍ଚ ତୁଳାଇବାକୁ ଯାଇ ଘର ବନ୍ଧା ନ ପଡୁ । ଏହି ଉଦ୍ଦେଶ୍ୟରେ ହିଁ ଦେଶର ସର୍ବପ୍ରଥମ ରାଜ୍ୟ ଭାବେ ଓଡିଶା ସରକାର ବିଜୁ ସାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଆରମ୍ଭ କରିଛନ୍ତି ।

ଓଡିଶା କୃଷି କନକ୍ଲେଭ-୨୦୨୧କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା କୃଷି କନକ୍ଲେଭ-୨୦୨୧କୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ଆବଶ୍ୟକ ପଦକ୍ଷେପ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଏବେ କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ଜାତୀୟ ଓ ବିଶ୍ୱ ବଜାର ଉନ୍ମୁକ୍ତ ହୋଇଛି

ପୁରୀ ଜିଲ୍ଲାରେ ହଜାରେ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବା ସହ BSKY ସ୍ମାର୍ଟକାର୍ଡ ବାଣ୍ଟିଲେ…

ଭୁବନେଶ୍ୱର: ପୁରୀ ବ୍ରହ୍ମଗିରି କେରାଣ୍ଡିଆରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲା ପାଇଁ ବିଏସକେଓାଇ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାର ଆଉ କେତେକ ଉନ୍ନୟନ ପ୍ରକ୍ଳଫର ଶିଳାନ୍ୟାସ ମଧ୍ୟ କରିଛନ୍ତି । ପ୍ରଥମେ ମାଲାକାନାଗିରି, ଦ୍ୱିତୀୟରେ ସୁନ୍ଦରଗଡ଼ ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସିତ ହେଲେ କର୍କଟ ରୋଗୀ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ବଲାଙ୍ଗୀର: ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସା । ଆମ ପ୍ରିୟ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟକ୍ଷେତ୍ରରେ ନେଇଥିବା ଯୁଗାନ୍ତକାରୀ ପଦକ୍ଷେପ ଲାଗି ଅନେକ ରୋଗୀଙ୍କୁ ମିଳୁଛି ନୂଆ ଜୀବନ ଆଉ ବଞ୍ଚିବାର ରାହା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ମାଧ୍ୟମରେ ଅନେକ ରୋଗୀଙ୍କୁ

ପବିତ୍ର ମହାଳୟାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ମହାଳୟା । ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡ ବଢ଼ାଯାଏ । ଗାଁରୁ ସହର ସବୁଠି କରାଯାଉଛି ଶ୍ରାଦ୍ଧ । ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ

୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ।

ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦେଶର ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କ ଜୟନ୍ତୀ । ସେ ଥିଲେ ଓଡ଼ିଶା ମାଟିର ଗର୍ବ ଏବଂ ଗୌରବ । ସାରା ଦେଶରେ ତାଙ୍କର ବିରତ୍ୱର ଚର୍ଚ୍ଚା ହୁଏ । ତେବେ ଏହି ମହାପୁରୁଷଙ୍କ ଜୟନ୍ତୀ ଅବସରରେ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ସ୍ୱାଧୀନତା ପାଇଁ ମାତ୍ର

ଗଜପତିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଗଜପତି: ସ୍ୱାସ୍ଥ୍ୟ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି । ସମସ୍ତଙ୍କ ସ୍ୱାସ୍ଥ୍ୟ ଆମ ଲାଗି ଗୁରୁତ୍ୱପୂର୍ଣ୍ଣ । ଏଭଳି ସ୍ଲୋଗାନ ଦେଇଥିବା ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଜିଲ୍ଲା ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି । ଏହି ଅବସରରେ ସାମିଲ ହୋଇଛି