ଆଗାମୀ କିଛି ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ, ସତର୍କ ରହିଲେ ବିପଦକୁ ଏଡେଇ ପାରିବା
ଭୁବନେଶ୍ବର() ଗତ ୧୦ ଦିନ ତଳେ ମୁଁ ଆପଣମାନଙ୍କ ସହିତ କଥା ହୋଇଥିଲି । ସେତେବେଳେ ଆମ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୬୧ ଥିଲା । ଏବେ ତାହା ଦୁଇ ଗୁଣ ବଢିଗଲାଣି । କିନ୍ତୁ ଡ଼ରିବାର କିଛି ନାହିଁ । ଆମେ ସତର୍କ ରହିଲେ ବିପଦକୁ ଏଡେଇ ପାରିବା ।
ପ୍ରଥମେ ଆମ ପାଇଁ ଚ୍ୟାଲେଞ୍ଜ ଥିଲା ବିଦେଶରୁ…