Odia News Portal
Browsing Tag

Naveen

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ପରିସଂଖ୍ୟନ ଦୃଷ୍ଟିରୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଏହା ଏକ ଶୁଭ ଲକ୍ଷଣ ଓ ରାଜ୍ୟ ପାଇଁ ଭଲ ସଙ୍କେତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କହିଛନ୍ତି । ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା କରିବା ଅବସରରେ ସେ ଏହି ବିଷୟ କହିଛନ୍ତି । ଯେଉଁମାନେ…

ରାଜ୍ୟର ପ୍ରତି ଜିଲ୍ଲାରେ କୋଭିଡ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ

ଭୁବନେଶ୍ୱର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରୁ ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଙ୍କ ସହ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି, ଚାଷୀଙ୍କ ସମସ୍ୟା ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ସଂକ୍ରାନ୍ତରେ ଆଲୋଚନା କରିଥିଲେ । ଗତ ମଙ୍ଗଳବାର ଦିନ…

ଜୁନ୍ ପର୍ଯ୍ୟନ୍ତ ଫି କମ୍ କରିବାକୁ ନବୀନଙ୍କ ଅପିଲ୍

ଭୁବନେଶ୍ୱର () ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାସହ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ତେଣୁ କରୋନା ପାଇଁ ଘରୋଇ ଶିକ୍ଷାନୁଷ୍ଠାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ କରିଛନ୍ତି । ସେ ଘରୋଇ ସ୍କୁଲକୁ ଫି କମ୍ କରିବାକୁ କିମ୍ବା ଘୁଞ୍ଚାଇବାକୁ ଅପିଲ…

ସାରା ବିଶ୍ବର ମାର୍ଗଦର୍ଶକ ନବୀନ

ଭୁବନେଶ୍ୱର : କଣ କରେନାର ମୁକାବିଲା ସମ୍ଭବ ? କଣ ଏହାକୁ ପ୍ରତିହତ କରିହେବ ? ଏଭଳି ଅନେକ ପ୍ରଶ୍ନ ଏବେ ସଭିଙ୍କ ମନରେ । ସାରା ବିଶ୍ୱରେ ଦିନକୁ ଦିନ କରୋନା ଆକ୍ରନ୍ତ ଓ ମୃତକଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବା ବେଳେ ଏଭଳି ପ୍ରଶ୍ନ ସଭିଙ୍କ ମନରେ ଉଠିବା ସ୍ୱଭାବିକ । ଏହାର ଉତ୍ତର ଓଡିଶା…

ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କ ତ୍ୟାଗ ଦ୍ୱାରା ହିଁ କରୋନାରୁ ଓଡିଶା ମୁକୁଳିବ

ଭୁବନେଶ୍ବର()  ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହ ରାଜ୍ୟବାସୀଙ୍କ ତ୍ୟାଗ ଦ୍ୱାରା ହିଁ କରୋନା ଭଳି କଠିନ ପରିସ୍ଥିତିରୁ ଓଡିଶା ମୁକୁଳିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆଶାବ୍ୟକ୍ତ କରିବା ସହ ଲକଡାଉନର ଅବଧିକୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଆଜି…

୪କୋଟି ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ଭୁବନେଶ୍ବର()   ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଓଡ଼ିଶାର ସାଢ଼େ ୪କୋଟି ଜନସାଧାରଣଙ୍କୁ ଧର୍ଯ୍ୟର ସହ ମହାମାରୀ କରୋନା ବିପତ୍ତିକୁ ମୁକାବିଲା କରୁଥିବାରୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏଭଳି ଏକ ସଙ୍କଟ…

ନିୟମ ନମାନିଲେ ଶୂନ୍ୟ ସହିଷ୍ଣୁତା ନୀତି ଗ୍ରହଣ କରାଯିବ

ଭୁବନେଶ୍ବର() କରୋନା ଠାରୁ ବର୍ତ୍ତିବା ପାଇଁ ସାମାଜିକ ଦୂରତ୍ୱକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଥିବା ବେଳେ ଏହାକୁ ଉଲ୍ଲଂଘନ କଲେ ଶୂନ୍ୟ ସହିଷ୍ଣୁତା ନୀତି ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗତକାଲି ଏ ସଂପର୍କିତ ଏକ…

ନିର୍ମାଣ ଶ୍ରମିକମାନଙ୍କ ଘର ଦୁଆରେ ପହଞ୍ଚିବ ନଗଦ ଅର୍ଥରାଶି

ଭୁବନେଶ୍ବର()   ତାଲାବନ୍ଦ ସମୟରେ ବେରୋଜଗାରୀ ହୋଇଥିବା ନିର୍ମାଣ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୦୦ ଟଙ୍କା ଆର୍ଥିକ   ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ଅର୍ଥରାଶି ନଗଦ ଆକାରରେ ଶ୍ରମିକମାନଙ୍କ ଘରକୁ ଘର ଯାଇ ବଣ୍ଟନ କରାଯିବ। ଏ ନେଇ ଶ୍ରମ ବିଭାଗ…

ଭାଇରାଲ ହେଉଛି ନବୀନଙ୍କ ଏହି ଭିଡିଓ, ଦେଖନ୍ତୁ

ଭୁବନେଶ୍ୱର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଏକଜୁଟ ହୋଇ କରୋନା ବିରୋଧରେ ଲଢିବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ଟ୍ବିଟ୍‌ ଜରିଆରେ କହିଛନ୍ତି ଯେ, ଆମେ ଓଡିଆମାନେ ଆମର ସାହସିକତା ପାଇଁ ସବୁବେଳେ ଜଣାଶୁଣା ।…

ନେତା ଓ ଅଫିସରଙ୍କୁ ଅଧା ଦରମା

ଭୁବନେଶ୍ୱର() କରୋନା ସ୍ଥିତିରେ ବ୍ୟୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ବଡ ନିଷ୍ପତ୍ତି ନେଇଛନ୍ତି । ସବୁ ନେତା ଓ ଅଫିସରଙ୍କ ଦରମା ନେଇ ନବୀନ ନିଷ୍ପତ୍ତି ନେଇଥିବା ଜଣାପଡିଛି । ସବୁ ନିର୍ବାଚିତ ପ୍ରତିନିଧି ଅର୍ଥାତ୍ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଧାୟକଙ୍କ ଦରମା…