Odia News Portal
Browsing Tag

Naveen

ଏହି ଜାତୀୟ ସ୍ତରର ସାମ୍ବାଦିକଙ୍କ ଆଦର୍ଶ ନବୀନ

ନୂଆଦିଲ୍ଲୀ() ଜାତୀୟ ସ୍ତରରେ ଆଗଧାଡିର ସାମ୍ବାଦିକ ରାଜଦୀପ ସରଦେଶାଇ ରାଜନୀତିକୁ ଆସିବା ନେଇ ନିଜ ପ୍ରତିକ୍ରିୟା ଦେଇଛନ୍ତି । ତାଙ୍କ ପ୍ରତିକ୍ରିୟା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ସେ କହିଛନ୍ତି, ଭବିଷ୍ୟତରେ ଯଦି ସେ ରାଜନୀତିକୁ ଆସିବେ ତେବେ ସେ ଆଉ କୌଣସି ନେତା ନୁହେଁ, ବରଂ…

କରୋନା ପାଇଁ ନବୀନ କଲେ ନିବେଦନ

ଭୁବନେଶ୍ୱର()  କରୋନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ । ଏହି ମାରାତ୍ମକ ଭୂତାଣୁ ସଂକ୍ରମଣରୁ କିଭଳି ନିଜକୁ ରକ୍ଷା କରିବେ ସେ ନେଇ ଟୁଇଟ୍ କରି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ କରୋନାକୁ ରୋକିବାକୁ ହେଲେ ସମସ୍ତଙ୍କ ସହାୟତା ଆବଶ୍ୟକ ବୋଲି…

ମିସନ ଶକ୍ତି ଲାଗି ସ୍ୱତନ୍ତ୍ର ବିଭାଗ ଗଠନ ହେବ

ଭୁବନେଶ୍ୱର()  ଅନ୍ତର୍ଜାତୀ ମହିଳା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ରାଜ୍ୟରେ ମିସନ ଶକ୍ତି ଏକ ସ୍ୱତନ୍ତ୍ର ବିଭାଗ ହେବ । ଏହା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ପାଇଁ କାମ କରିବ । ରାଜ୍ୟର ୭୦ଲକ୍ଷରୁ ଅଧିକ ମହିଳା ଏସଏଚଜିରେ ସାମିଲ…

ଏହି କାରଣ ପାଇଁ ହୋଲି ଖେଳିବେନି ନବୀନ

ଭୁବନେଶ୍ୱର() ଚଳିତ ବର୍ଷ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ତଥା ଦେଶରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି । ଏହି ପରିସ୍ଥିତିରେ ପାଇଁ ହୋଲି ନଖେଳିବା ପାଇଁ ନିଷ୍ପତି ହେଇଛନ୍ତି ନବୀନ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ପକ୍ଷରୁ ସୂଚିନା ମିଳିଛି ।

ଆରମ୍ଭ ହେଲା ପକ୍କାଘର ଯୋଗ୍ୟତା କାର୍ଡ ବଣ୍ଟନ

ଭୁବନେଶ୍ୱର() ବିଜୁ ଜୟନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗ୍ରାମାଂଚଳରେ ପକ୍କା ଘର ନଥିବା ୨୦ ଲକ୍ଷ ପରିବାରଙ୍କୁ ପକ୍କାଘର ଯୋଗାଇ ଦେବା ପାଇଁ ‘ ପକ୍କା ଘର ଯୋଗ୍ୟତା କାର୍ଡ ଅଧିକାର ପତ୍ର’ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ପଂଚାୟତରାଜ ଓ ପାନୀୟ ଜଳ ବିଭାଗ…

ଏସସିବିରେ ମିଳିବ ବିଶ୍ୱସ୍ତରୀୟ ଚିକିତ୍ସା: ମୁଖ୍ୟମନ୍ତ୍ରୀ

କଟକ() ଆଜି ପ୍ରବାଦ ପୁରୁଷ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ ତମ ଜୟନ୍ତୀ । ଆଜିର ଦିନକୁ ରାଜ୍ୟସ୍ତରୀୟ ପଂଚାୟତିରାଜ ଦିବସ ରୂପେ ପାଳନ କରାଯାଉଛି । ଜନ୍ମ ଜୟନ୍ତୀରେ କଟକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମାବେଶରେ ଯୋଗ ଦେଇ ଉଦବୋଧନ ଦେଇଛନ୍ତି । ଏହି ଅବସରରେ…

ସାଢ଼େ ଚାରିକୋଟି ଓଡ଼ିଶାବାସୀଙ୍କ ନିକଟରେ ମୁଁ ଋଣୀ

ଭୁବନେଶ୍ୱର() ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସରକାର ଗଠନକୁ ୨୦ ବର୍ଷ ପୂରିଲା । ଆଜିକୁ ୨୦ ବର୍ଷ ତଳେ ଅର୍ଥାତ୍ ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାବାସୀ ବିଜୁ ଜନତା ଦଳ (ବିଜେଡି)କୁ ସରକାର ଗଠନର ସୁଯୋଗ ଦେଇଥିଲେ । ବିଜେଡି-ବିଜେପି ମେଣ୍ଟ…

ନବୀନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର() ଓଡିଶାରେ ଆୟୁଷ୍ମାନ ଭାରତ ଲାଗୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପିଲ କଲେ ଧର୍ମେନ୍ଦ୍ର । ସମ ସଭାରେ ଏକାଠି ଥିବା ବେଳେ ଅପିଲ କଲେ ଧର୍ମେନ୍ଦ୍ର । ଗୃହମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଧର୍ମେନ୍ଦ୍ର ଏହି  ଅନୁରୋଧ କରିଛନ୍ତି    ।

ଗ୍ରାମାଂଚଳର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ

ଭୁବନେଶ୍ୱର() ରାଜ୍ୟରେ ତ୍ରିସ୍ତରୀୟ ପଂଚାୟତିରାଜ ଅନୁଷ୍ଠାନ ମାନଙ୍କୁ ସଶକ୍ତ ତଥା କି୍ରୟାଶୀଳ କରିବା ସଙ୍ଗେ ସଙ୍ଗେ ଗ୍ରାମାଂଚଳରେ ଶିକ୍ଷା,ସ୍ୱାସ୍ଥ୍ୟ ଓ ପାନୀୟ  ଜଳ ଆଦି ଭିତ୍ତିଭୂମି କ୍ଷେତ୍ରର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି ।…

ମକର ସଂକ୍ରାନ୍ତି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର () ଆଜି ପବିତ୍ର ମକର ସଂକ୍ରାନ୍ତି । ଓଡିଆ ସଂସ୍କୃତିରେ ବାରମାସରେ ତେରପର୍ବ ପାଳନ ହେଉଥିବାବେଳେ ଆଜିର ଦିନଟି ପ୍ରତି ଓଡିଆଙ୍କ ପାଇଁ ବିଶେଷ ଅଟେ । ଏହି ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ…