ଆହତଙ୍କ ମାଗଣ ଚିକିତ୍ସା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ୱର() ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ଆଜି ଲାଗିଛି ଭୟଙ୍କର ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୮ ଜଣଙ୍କ ମଧ୍ୟରୁ ଗୁରୁତର ଥିବା ୨ଜଣଙ୍କୁ SCB ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।…