Odia News Portal
Browsing Tag

Naveen

ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ୟାକେଜ ଘୋଷଣା

ଭୁବନେଶ୍ୱର() ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ୟାକେଜ ଘୋଷଣା ହୋଇଛି । ଏହି ପ୍ୟାକେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଗ୍ରାମୀଣ ଅଣୁ ଏବଂ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ଋଣ ଦିଆଯିବ । ପ୍ରତ୍ୟେକ ଉଦ୍ୟୋଗୀଙ୍କୁ ୫୦ହଜାର ଟଙ୍କା ପର୍ଯ୍ୟନ୍ତ…

ଜୀବନ ସହିତ ଜୀବିକାକୁ ଗୁରୁତ୍ବ ଦିଆଯାଇ ବିକାଶ କାର୍ଯ୍ୟକୁ ତ୍ବରାନ୍ବିତ କରାଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର() କୋଭିଡ଼଼ ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢେଇ ସହିତ ଲୋକଙ୍କ ଜୀବିକା ମଧ୍ୟ ଗୁରୁତ୍ବପୂର୍ଣ୍ଣ । ତେଣୁ ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡକ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରାଯାଇ…

କରୋନା ନିୟନ୍ତ୍ରଣରେ କେନ୍ଦ୍ରାପଡାର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ଭୁବନେଶ୍ବର()  କେନ୍ଦ୍ରାପଡାଜିଲ୍ଲାରେ କରୋନା ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ତଥା ବିଭିନ୍ନ ପଞ୍ଚାୟତର ସରପଞ୍ଚମାନେ ଯେଭଳି ନିଷ୍ଠା ଓ ଉତ୍ସର୍ଗୀକୃତ ଭାବରେ ସେବା କରୁଛନ୍ତି, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାର ଉଚ୍ଚ ପ୍ରଶଂସା କରିବା ସହିତ ସେମାନଙ୍କ ଭଲ କାମ ପାଇଁ ଧନ୍ୟବାଦ…

୪ ଜିଲ୍ଲାରେ ଅଞ୍ଚଳଭିତ୍ତିକ ରଣକୌଶଳ ଅବଲମ୍ବନ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ରଣନୀତି ସଂପର୍କରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରେ ଅଞ୍ଚଳଭିତ୍ତିକ ରଣକୌଶଳ (Location Specific Strategy)…

ସ୍ୱାସ୍ଥ୍ୟ କର୍ମୀଙ୍କ ନିରନ୍ତର ପ୍ରୟାସକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର() ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ସଂଖ୍ୟକ ୫୨ ହଜାର ୭୯୫ କରୋନା ଟେଷ୍ଟ ହୋଇଛି ।ଏଥିପାଇଁ ସ୍ୱାସ୍ଥ୍ୟ କର୍ମୀଙ୍କ ନିରନ୍ତର ପ୍ରୟାସକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।…

ଟଙ୍କା ଅଭାବରୁ କେହି ଜଣେ ବି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ

ଭୁବନେଶ୍ବର ()ପଇସାଅଭାବରୁ କେହି ଜଣେ ବି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆଜି ଭିଡିଓ କନଫରେନ୍ସି ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ…

କରୋନା ପାଇଁ ଆବେଦନ ଫି’ କମାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର()  ଆସନ୍ତା ୨୧ ତାରିଖରୁ +୨ ଆଡମିଶନ ପାଇଁ ଆବେଦନ କରିହେବ । ଚଳିତ ବର୍ଷ +୨ ଆଡମିଶନ ନେଇ ବିଭାଗୀୟ ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି ।   ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ମଧ୍ୟରେ ଆବେଦନ କରିହେବ । ଅନ୍ୟପକ୍ଷରେ କରୋନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

କରୋନା ବିରୁଦ୍ଧରେ ଚାଲିଥିବା ଲଢେଇରେ ଗଞ୍ଜାମ ଜିଲ୍ଲା ଆଗରେ

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚମାନଙ୍କ ସହିତ କୋଭିଡ୍‌ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ । ଗଞ୍ଜାମ ଜିଲ୍ଲାରେ କୋଭିଡ୍‌ ସଂକ୍ରମଣର ନିୟନ୍ତ୍ରଣ ପାଇଁ ଜିଲ୍ଲାର ସରପଞ୍ଚମାନେ ଯେଭଳି…

ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନୂଆ ଦାୟିତ୍ୱ ପାଇଁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଓଡ଼ିଶା ଜନ୍ମିତ ଗିରୀଶ ଚନ୍ଦ୍ର ବର୍ତ୍ତମାନ ଦେଶର ନୂଆ ସିଏଜି । ଉଲ୍ଲେଖଯୋଗ୍ୟ ଯେ ଗତକାଲି ନୂଆ ସିଏଜି ଭାବେ ନିଯୁକ୍ତି ହୋଇଛନ୍ତି ଓଡ଼ିଆ ଆଇଏଏସ ଅଫିସର…

କୋଭିଡ ଯୋଦ୍ଧାଙ୍କ ଲାଗି ଏକ ମିନିଟ

ଭୁବନେଶ୍ବର() ମାନବ ଜାତି ତାର ଇତିହାସର ସବୁଠାରୁ କଷ୍ଟକର ପରିସ୍ଥିତି ମଧ୍ୟ ଦେଇ ବର୍ତ୍ତମାନ ଗତି କରୁଛି। କୋଭିଡ ମହାମାରୀ ଆଜି ସାରା ମାନବ ଜାତି ପାଇଁ ଏକ ଅଭୁତପୂର୍ବ ଆହ୍ବାନ ସୃଷ୍ଟି କରିଛି ଏବଂ ପ୍ରତ୍ୟେକ ଦେଶ ଅତ୍ୟନ୍ତ ଗମ୍ଭୀର ପରିସ୍ଥିତି ଦେଇ ଗତି କରୁଛି । ଭାରତ ମଧ୍ୟ କୋଭିଡ…