Odia News Portal
Browsing Tag

Naveen

ସଫଳ ପରିକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର() ଆଜି ୨୦୧୯ର ୟୁପିଏସସି ରେଜଲ୍ଟ ପ୍ରକାଶ ପାଇଛି । ଟପ ୧୦ ଲିଷ୍ଟରେ ଥିବା ଓଡ଼ିଶାର ୨ଜଣ ଓ ସଫଳ ପରିକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା ମଧ୍ୟ କରିଛନ୍ତି ନବୀନ । ଏହାସହ ଲୋକଙ୍କ ପାଇଁ…

ରାକ୍ଷୀ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ବର() ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଶାନ୍ତି ଓ ମୈତ୍ରୀର ବାର୍ତ୍ତା ଦେଇ ଏହି ପବିତ୍ର ବନ୍ଧନ ଆହୁରି ନିବିଡ଼ ହେଉ, ବାର୍ତ୍ତାରେ ଜଣାଇଛନ୍ତି।…

୨ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ  ଲେଖାଏଁ ମଞ୍ଜୁର

ଭୁବନେଶ୍ୱର() କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ  ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ  ଲେଖାଏଁ ମଞ୍ଜୁର କରାଯାଇଛି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିବାର ପିଛା ୧୫ ଲକ୍ଷ ଲେଖାଏଁ  ମଞ୍ଜୁର କରିଛନ୍ତି ।  ଦିବଙ୍ଗତ…

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର() ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି । ରାଜ୍ୟପାଳଙ୍କ   ସ୍ୱାସ୍ଥ୍ୟବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀ ଚିନ୍ତାବ୍ୟକ୍ତ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସମସ୍ତଙ୍କ ସ୍ନେହ ଓ ସଦିଚ୍ଛା ପାଇଁ ସେ…

ସେରମ୍ ଇନ୍‌ଷ୍ଟିଚ୍ୟୁଟର ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନଭେମ୍ୱର ଉପଲବ୍ଧ ହେବ ଟିକା

ଭୁବନେଶ୍ୱର()   କରୋନା ଭ୍ୟାକ୍ସିନ୍ ପ୍ରସ୍ତୁତିର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ସେରମ୍ ଇନ୍‌ଷ୍ଟିଚ୍ୟୁଟର ସିଇଓ ଅଦର ପୁନାଓ୍ୱାଲାଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କଲ୍ ଯୋଗେ ଭ୍ୟାକ୍ସିନ୍ ପ୍ରସ୍ତୁତିର…

୨ ଜିଲ୍ଲାର କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର()  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ ଆଜି ମଧ୍ୟ ଦୁଇ ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଓ ଖୋର୍ଦ୍ଧା ଜିଲ୍ଲାରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ତ୍ରୀ ପ୍ରତାପ ଜେନା ଓ…

କୋଭିଡ ସେବକଙ୍କ ପାଇଁ ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର() ରାଜ୍ୟରେ କରୋନା ମହାମାରୀ ମାଡି ମାଡି ଚାଲିଥିବା ବେଳେ ସେମାନଙ୍କର ସେବାରେ ଲାଗିପଡିଛନ୍ତି କରୋନା ଯୋଦ୍ଧା । ଏନେଇ ରାଜ୍ୟରେ କୋଭିଡ ସେବକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି । କେବଳ କରୋନା ପଜିଟିଭ ରୋଗୀଙ୍କ ଚିକିତ୍ସା ଓ ସେବା ପାଇଁ ଏହି ସହାୟତା ମିଳିବ ।…

ଓଡ଼ିଶାର କୌଣସି ବ୍ୟକ୍ତି ଅତ୍ୟାଧୁନିକ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର()  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲ କଲେଜରେ କୋଭିଡ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି । ଏହା ଦ୍ୱାରା ପ୍ଲାଜମା ଥେରାପି ବ୍ୟବସ୍ଥା ଆରମ୍ଭ କରିଥିବା ଦେଶର ସ୍ୱଳ୍ପ କେତେକ…

ରୋଗୀଙ୍କ ସୁବିଧା, କୋଭିଡ ଯୋଦ୍ଧାଙ୍କ ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ରାଜ୍ୟର ୫ଟି ଫୋକସ୍‌…

ନୀଳଗିରି ଓ ସାଲେପୁର ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର()  ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଆଜି ୫୭୦ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ଜୀବନ ନେଇଛି କରୋନା । ଏହାର କବଜାରୁ ବର୍ତ୍ତିନାହାନ୍ତି ରାଜ୍ୟର ବିଧାୟକ ।  କରୋନାରେ ଆକ୍ରାନ୍ତ ହୋଇଥିବା ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଓ ସାଲେପୁର ବିଧାୟକ…