Odia News Portal
Browsing Tag

Naveen

ଭୁବନେଶ୍ବରରେ ଆରମ୍ଭ ହେଲା ଲ୍ୟାଣ୍ଡ ୟୁଜ ଇଣ୍ଟେଲିଜେନ୍ସ ସିଷ୍ଟମ

ଭୁବନେଶ୍ବର()  ଏଣିକି ଭୁବନେଶ୍ବରର ସବୁ ସରକାରୀ ଜମି ଉପରେ ନଜର ରଖିବ ସାଟେଲାଇଟ । ଏଥିପାଇଁ ଆଜିଠୁ ଆରମ୍ଭ ହୋଇଛି ବ୍ଲୁଇସ ସେବା ବା ଭୁବନେଶ୍ବର ଲ୍ୟାଣ୍ଡ ୟୁଜ ଇଣ୍ଟେଲିଜେନ୍ସ ସିଷ୍ଟମ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିଛନ୍ତି । ଏହି ସେବାରେ ରାଜଧାନୀର ସବୁ…

ସଂଯମ ଓ ଶୃଙ୍ଖଳାପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌

ଭୁବନେଶ୍ୱର () ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଇତିହାସ ରଚିଛି । ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରାର ସମସ୍ତ ନୀତି ସୁରୁଖୁରୁରେ ଶେଷ ହୋଇଛି । ଏଥିପାଇଁ ସେବାୟତ ବନ୍ଧୁମାନଙ୍କୁ, ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ, ପୋଲିସ, ସ୍ବାସ୍ଥ୍ୟ ବିଭାଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହିତ…

ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ

ଭୁବନେଶ୍ବର() ମହାପ୍ରଭୁଙ୍କର ପବିତ୍ର ବାହୁଡା ଯାତ୍ରା ଅବସରରେ ଆପଣମାନଙ୍କୁ ଭେଟି ମୁଁ ବହୁତ ଖୁସି । ବର୍ତ୍ତମାନ ମାନବ ଜାତି ଏକ ଅଭୂତପୂର୍ବ ସଂକଟ ମଧ୍ୟ ଦେଇ ଗତି କରୁଛି। ଏହି ସଂକଟକୁ ସଫଳ ଭାବରେ ମୁକାବିଲା କରିବା ପାଇଁ ମହାପ୍ରଭୁ ଆମକୁ ଆଶିର୍ବାଦ ଦିଅନ୍ତୁ । ଏତିକି ପ୍ରାର୍ଥନା ।…

ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ଏହି କଠିନ ସ୍ଥିତି ଶୀଘ୍ର ଦୂର ହେଉ

ଭୁବନେଶ୍ବର()  ବାହୁଡ଼ାଯାତ୍ରାରେ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ବାହୁଡ଼ାଯାତ୍ରାର ସିଧାପ୍ରସାରଣ ଦେଖିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ । ଏଥିସହିତ…

କରୋନା ମୁକାବିଲା ଲାଗି ନବୀନଙ୍କ ୯ ମନ୍ତ୍ର

ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜୁଲାଇ ମାସର କୋଭିଡ ରଣନୀତି ସଂପର୍କରେ ବରିଷ୍ଠ ଅଫିସର, ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ ସହିତ ଆଲୋଚନା କରିଛନ୍ତି। କୋଭିଡ ପରିଚାଳନାରେ ଜିଲ୍ଲାପାଳ ଓ ଏସ୍‌.ପି ମାନେ ସେମାନଙ୍କର ଗତ ତିନି ମାସର…

ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗିଦାରୀ ମୂଳକ ହେବା ଉଚିତ

ଭୁବନେଶ୍ୱର()  ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଅଧ୍ୟକ୍ଷତା କରି ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ବିପର୍ଯ୍ୟୟରେ ଯୋଗୁ…

ସମସ୍ତ ସେବାୟତ,ଶ୍ରୀ ମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସାଧୁବାଦ

ଭୁବନେଶ୍ବର() ମହାପ୍ରଭୁଙ୍କ ଶ୍ରୀ ଗୁଣ୍ଡିଚା ଯାତ୍ରା ଆଜି ଶୃଙ୍ଖଳାର ସହ ଠିକ ସମୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମସ୍ତଙ୍କୁ ବିଶେଷକରି ସେବାୟତ, ପୁରୀ ଜିଲ୍ଲା ପଶାସନ, ଶ୍ରୀ ମନ୍ଦିର ପ୍ରଶାସନ, ସ୍ୱାସ୍ଥ୍ୟ ବିଭାଗ ଓ ପୁଲିସ ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି । ଏହା…

ମହାପ୍ରଭୁ ଆମ ସମସ୍ତଙ୍କର ଗୁହାରୀ ଶୁଣିବେ

ଭୁବନେଶ୍ୱର() କୋଭିଡ୍ କଟକଣା ସହ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୁରୀରେ ଚାଲିଛି ରଥ ଟଣା । ଆଗେ ଆଗେ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ଗଡ଼ି ଚାଲିଛି । ତାଳଧ୍ୱଜ ପଛରେ ରହିଛି ଭଉଣୀ ସୁଭଦ୍ରାଙ୍କ ରଥ ଦେବଦଳନ । ପଛରେ ଲୀଳା ଲଗାଇ ନନ୍ଦିଘୋଷରେ ଆସୁଛନ୍ତି ମହାପ୍ରଭୁ ଜଗନ୍ନାଥ । କରୋନା…

ପ୍ରତି ପଞ୍ଚାୟତରେ କୋଭିଡ଼ କେୟାର ହୋମ୍

ଭୁବନେଶ୍ୱର() ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେଣୁ କୋଭିଡ଼ ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଘୋଷଣା କରିଛନ୍ତି । ପ୍ରତି ପଞ୍ଚାୟତରେ କୋଭିଡ଼ କେୟାର ହୋମ୍ ସୁବିଧା ମିଳିବ । ଏଥିରେ ୧୦ରୁ ୨୦ଜଣ ବ୍ୟକ୍ତି ରହିବାର…

ଥାନା ମାନଙ୍କରେ ଅଧିକ କର୍ମଚାରୀ ମୁତୟନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ, ବିଭିନ୍ନ ରେଞ୍ଜର ଡିଆଇଜି, ଜିଲ୍ଲାର ଡି.ସି.ପି ତଥା ଏସ୍‌.ପି ମାନଙ୍କ ସହିତ ଆଲୋଚନା କରିଥିଲେ। ଲକ୍‌ଡାଉନ ସମୟରେ ଓଡିଶା ପୋଲିସ ଯେଭଳି ଉଚ୍ଚମାନର ସଂଯମତା ସହିତ…