Odia News Portal
Browsing Tag

Naveen

ବ୍ୟକ୍ତିଗତ ସୁରକ୍ଷା ହେଉଛି ଶ୍ରେଷ୍ଠ ଉପାୟ

ଭୁବନେଶ୍ବର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ କୋଭିଡ ମ୍ୟାନେଜମେଣ୍ଟ ସଂକ୍ରାନ୍ତୀୟ ଏକ ବୈଷୟିକ କର୍ମଶାଳାରେ ଯୋଗ ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ବିଭିନ୍ନ ମେଡିକାଲ କଲେଜର ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀ ତଥା ରାଜ୍ୟର ବିଭିନ୍ନ କୋଭିଡ…

ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା

ଭୁବନେଶ୍ୱର() ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର  ଦ୍ୱିତୀୟ ବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ । ନୀବନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଅଧ୍ୟକ୍ଷତା…

ଆସନ୍ତା ୨୫ ଦିନ ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର() କରୋନା ସଚେତନତା ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇ କହିଛନ୍ତି ଯେ ଗତ ୨ମାସରୁ ଅଧିକ ସମୟ ହେବ ଆମେ ତାଲାବନ୍ଦରେ ରହିଆସିଛେ । କରୋନା ଲଢ଼େଇ ଆମ ପାଇଁ ଲମ୍ବା ଲଢ଼େଇ । କରୋନାର ପ୍ରତିଶେଧକ ଏପର୍ଯ୍ୟନ୍ତ…

ପଙ୍ଗପାଳ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର() ପଙ୍ଗପାଳ ମୁକାବିଲା ନେଇ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକ ପରେ ସ୍ୱତନ୍ତ୍ର ସଚିବ ଏସ.କେ ବଶିଷ୍ଠ ସୂଚନା ଦେଇ କହିଛନ୍ତି ଯେ ପଙ୍ଗପାଳ ଓଡ଼ିଶା ଆସିବାର ସମ୍ଭାବନା ରହିଛି । ଆମେ ଏଥିପାଇଁ ପୂରା ପ୍ରସ୍ତୁତ ରହିଛୁ ବୋଲି ସେ କହିଛନ୍ତି ।…

‘ମୋ ସରକାର’ ଓ ‘୫-ଟି’ କାର୍ଯ୍ୟକ୍ରମକୁ ପ୍ରଚଳିତ କରି ନିଜର ଉତ୍ତର ଦାୟିତ୍ୱକୁ ଉପଯୁକ୍ତ…

ଭୁବନେଶ୍ବର()   ନବୀନ ସରକାରଙ୍କ 5ମ ପାଳିର ପ୍ରଥମ ବର୍ଷ ପୁର୍ତି ଆଜି ପୁରଣ ହୋଇଛି। ୫ମ ଥର ପାଇଁ ବିପୁଳ ଭୋଟରେ ନବୀନ ବାବୁଙ୍କୁ ସେବା କରିବା ପାଇଁ ରାଜ୍ୟବାସୀ ସୁଯୋଗ ଦେଇଛନ୍ତି । ଏହି ଏକ ବର୍ଷ ମଧ୍ୟରେ ନବୀନ ସରକାର ଓ ରାଜ୍ୟବାସୀ ୪ଟି ବଡ ବିପର୍ଯ୍ୟୟ ଯଥା, ଫନି, ବୁଲବୁଲ, କରୋନା ଏବଂ…

ଆଜି କ୍ୟାବିନେଟରେ ୨୪ଟି ପ୍ରସ୍ତାବ ଉପରେ ମୋହର ବାଜିବ

ଭୁବନେଶ୍ବର() ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ । ପଞ୍ଚମ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଦିନ ରାଜ୍ୟ ସରକାର ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । କ୍ୟାବିନେଟରେ ୨୪ଟି ପ୍ରସ୍ତାବ ଉପରେ ମୋହର…

ଶନିବାର ବନ୍ଦେ ଉତ୍କଳ ଜନନୀ ଗାଆନ୍ତୁ

ଭୁବନେଶ୍ୱର() ଦୁଇ ମାସ ଧରି ସାରା ଦୁନିଆ ଏକ ବହୁତ ବଡ ଜଟିଳ ପରିସ୍ଥିତିର ସାମନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ସେହି ଏକା ସମୟରେ ଆମ ଓଡିଶା ବି କୋଭିଡ ବିରୁଦ୍ଧରେ ତାର ଯୁଦ୍ଧ ଆରମ୍ଭ କଲା । କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ…

କରୋନା ସଂକ୍ରମିତ ସରପଞ୍ଚ ଓ ଆଶା କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଆଜି କରୋନା ସଂକ୍ରମିତ ସରପଞ୍ଚ ଓ ଆଶା କର୍ମୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଫୋନ୍ ଯୋଗେ ସଂକ୍ରମିତ ଅଙ୍ଗନବାଡ଼ି କର୍ମୀଙ୍କ ସହ ବି କଥା ହୋଇଛନ୍ତି । ଏହାସହ କରୋନା ଯୋଦ୍ଧାଙ୍କ ତ୍ୟାଗ ଓ ସାହସକୁ ଉଚ୍ଚ ପ୍ରଶଂସା କରିଛନ୍ତି । ସେମାନଙ୍କର ତ୍ୟାଗ ଓ ଉତ୍ସର୍ଗୀକୃଢତ ସେବା…

ନବୀନ ଦେଶର ୧୦ମ ପ୍ରଭାବଶାଳୀ ବ୍ୟକ୍ତି

ନୂଆଦିଲ୍ଲୀ ()  ଆଜି ଫେମ୍ ଇଣ୍ଡିଆ’ ମାଗାଜିନ ପକ୍ଷରୁ ପ୍ରକାଶ ପାଇଲା ୨୦୨୦ "୫୦ ପ୍ରଭାବଶାଳୀ ଭାରତୀୟ '। ସେଥିରେ ଦେଶର ଶେଷ୍ଠ ୫୦ ଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ନାମ ଘୋଷଣା କାରାଯାଇଛି।ଓଡିଶା ପାଇଁ ଖୁସିର କଥା ହେଲା କି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରେଷ୍ଠ ଦଶ ଜଣଙ୍କ ମଧ୍ୟରେ ସ୍ଥାନ…

ବଦଳିବ କରୋନା ମୁକାବିଲାର ରଣନୀତି

ଭୁବନେଶ୍ୱର () ଆରମ୍ଭ ହେଲା ବିମାନ ସେବା ଓ ରେଳ ସେବା । ଆସନ୍ତା ୧୫ ଦିନରୁ ମାସେ ଯାଏଁ ରାଜ୍ୟ ପାଇଁ ବଢିବ ଚ୍ୟାଲେଂଜ । କିଭଳି ବୃତ୍ତିଗତ ଭାବେ ବୈଜ୍ଞାନିକ ପଦ୍ଧତ୍ତିରେ କରୋନାର ମୁକାବିଲା କରାଯିବ । ସେନେଇ ନୂଆ ଷ୍ଟ୍ରାଟେଜି ପ୍ରସ୍ତୁତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…