ଅଭିନେତ୍ରୀ ଜନ୍ମ ଦେଲେ ଶିଶୁକନ୍ୟା
ବଲିଉଡର ଚର୍ଚ୍ଚିତ କପଲ୍ସ ନେହା ଧୂପିଆ ଏବଂ ଅଙ୍ଗଦ ବେଦୀଙ୍କ ଘରେ ଖୁସିର ଲହରୀ ଖେଳି ଯାଇଛି । ଆଜି ସକାଳେ ନେହା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ମା’ ଏବଂ ଝିଅ ସଂପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି । ଖବର ଅନୁସାରେ ନେହା ଏବଂ ଅଙ୍ଗଦ ଚଳିତ ବର୍ଷ ଲୁଚିଛପି ବିବାହ କରି ସମସ୍ତଙ୍କୁ…