କରୋନା ନେଇ ସରକାରଙ୍କ ସତର୍କତା,ଗାଇଡଲାଇନ ଜାରି
ଭୁବନେଶ୍ବର: ସାରାଦେଶରେ ଯେଉଁଭଳି କରୋନାର ସଂକ୍ରମଣ ବଢି ଚାଲିଛି, ଏହାକୁ ନେଇ ସତର୍କ ହେବାର ବେଳ ଆସିଛି । ଯଦିଓ ଆମ ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣରେ ରହିଛି, ତଥାପି ସତର୍କ ନହେଲେ ପରିସ୍ଥିତି ବିଗିଡି ଯିବାର ଆଶଙ୍କା ରହିଛି ।
ଏଥିପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ!-->!-->!-->!-->!-->…