ଆସନ୍ତା ୧୩ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର : ରାଜ୍ୟରେ ଏବେ ଶୀତଲହରୀ ଜାରି ରହିଛି । ଏହାରି ମଧ୍ୟରେ ଆସନ୍ତା ୧୩ ତାରିଖ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଅଧିକ ଘନୀଭୂତ ହେବ । ଏହାସହ ଆସନ୍ତା ୨ ଦିନ!-->…