୬୮ ଜଣଙ୍କୁ ଫେକ୍ ଅଫର ଲେଟର
ବ୍ରହ୍ମପୁର() ବ୍ରହ୍ମପୁର ଟାଟା ପ୍ରକଳ୍ପରେ ଚାକିରି ନେଇ ନକଲି ନିଯୁକ୍ତିପତ୍ର ପ୍ରଦାନ ଘଟଣାରେ ତଦନ୍ତ କରୁଛି କ୍ରାଇବ୍ରାଞ୍ଚ । ଏନେଇ ଆଜି ଗଞ୍ଜାମରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚର ୨ ଇନ୍ସପେକ୍ଟର ପହଞ୍ଚି ନକଲି ନିଯୁକ୍ତିପତ୍ର ନେଇ ଖୋଳତାଡ କରୁଛନ୍ତି । ନକଲି…