ସଂରକ୍ଷଣ ନକଲେ ଇତିହାସ କ୍ଷମା ଦେବନି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡ଼ା ମନ୍ତବ୍ୟ | ନୀତି ଆୟୋଗର ଷଷ୍ଠ ବୈଠକରେ ଯୋଗଦେଇ କଡା ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି- ଗଣତନ୍ତ୍ରରେ ନିର୍ବାଚନର ଆବଶ୍ୟକତା ରହିଛି । ହେଲେ ନିର୍ବାଚିତ ହେବାପରେ ସରକାର ଦଳମତ ନିର୍ବିଶେଷରେ ଲୋକଙ୍କ ହିତ!-->…